ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ, ମେ' ଦ୍ୱିତୀୟ ସପ୍ତାହ ସୁଦ୍ଧା ରେଜଲ୍ଟ

Madhusudan Das Picture
Published On

କଟକ: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ। ଖାତା ଦେଖିବା ପାଇଁ ରାଜ୍ୟର ୫୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷକଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ଫେବ୍ରୁୟାରୀ ୧୯ ରୁ ମାର୍ଚ୍ଚ ୨ ତାରିଖ ଯାଏ ହୋଇଥିଲା ପରୀକ୍ଷା। ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ରାଜ୍ୟର ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ମେ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ। ଖାତା ଦେଖା ପାଇଁ ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର କିଛି ଜରୁରୀ ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି ସେମାନେ ମେଡ଼ିକାଲ ସାର୍ଟିଫିକେଟ ସହ ବୋର୍ଡକୁ ଆବେଦନ କଲେ ଖାତା ଦେଖାରୁ ବିରତ ରହି ପାରିବେ ବୋଲି ବୋର୍ଡ ସୂଚନା ଦେଇଛି। 

ଆହୁରି ପଢ଼ନ୍ତୁ: ଶିକ୍ଷା ଅଧିକାର ଆଇନର ଖୋଲା ଉଲଂଘନ: ଏକକ ଶ୍ରେଣୀ ଗୃହରେ ଚାଲିଛି ମୟୂରଭଞ୍ଜ ଜିଲ୍ଲାର ୧୨୦ଟି ସ୍କୁଲ

19 Mar 2026 By Madhusudan Das

ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ, ମେ' ଦ୍ୱିତୀୟ ସପ୍ତାହ ସୁଦ୍ଧା ରେଜଲ୍ଟ

କଟକ: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ। ଖାତା ଦେଖିବା ପାଇଁ ରାଜ୍ୟର ୫୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷକଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ଫେବ୍ରୁୟାରୀ ୧୯ ରୁ ମାର୍ଚ୍ଚ ୨ ତାରିଖ ଯାଏ ହୋଇଥିଲା ପରୀକ୍ଷା। ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ରାଜ୍ୟର ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ମେ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ। ଖାତା ଦେଖା ପାଇଁ ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର କିଛି ଜରୁରୀ ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି ସେମାନେ ମେଡ଼ିକାଲ ସାର୍ଟିଫିକେଟ ସହ ବୋର୍ଡକୁ ଆବେଦନ କଲେ ଖାତା ଦେଖାରୁ ବିରତ ରହି ପାରିବେ ବୋଲି ବୋର୍ଡ ସୂଚନା ଦେଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର