ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୦୭ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୦୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୬ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୬୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୧୧୮୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୦୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୬ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୬୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୧୧୮୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୯୭ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଅନୁଗୁଳରୁ ୨୪ , ବାଲେଶ୍ୱରରୁ ୬୬ , ବରଗଡ଼ ୫ , ଭଦ୍ରକ ୩୬ , ବଲାଙ୍ଗୀର ୩ , ବୌଦ୍ଧ , କଟକ ୧୩୦ , ଦେବଗଡ଼ ୩ , ଢେଙ୍କାନାଳ ୧୨ , ଗଜପତି ୧ , ଗଞ୍ଜାମ ୪ , ଜଗତସିଂହପୁର ୫୩ , ଯାଜପୁର ୫୨ , ଝାରସୁଗୁଡ଼ା ୯ , କଳାହାଣ୍ଡି ୭ , କନ୍ଧମାଳ ୭ , କେନ୍ଦ୍ରାପଡ଼ା ୪୨ , କେନ୍ଦୁଝର ୧୮ , କୋରାପୁଟ ୧ , ମାଲକାନଗିରି ୧୦ , ମୟୂରଭଞ୍ଜ ୪୦ , ନବରଙ୍ଗପୁର ୧ , ନୟାଗଡ଼ ୨୯ , ନୂଆପଡ଼ା ୧ , ପୁରୀ ୨୮ , ରାୟଗଡ଼ା ୫ , ସମ୍ୱଲପୁର ୨୦ , ସୋନପୁର ୪ , ସୁନ୍ଦରଗଡ଼ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର