ଭିଜିଲାନ୍ସ ଜାଲରେ ଜଳସେଚନ ପ୍ରକଳ୍ପର SDO, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

Madhusudan Das Picture
Published On

ଗଞ୍ଜାମ: ଭିଜିଲାନ୍ସ ଜାଲରେ ଗଞ୍ଜାମ ଭଞ୍ଜନଗର ଡହ ଜଳସେଚନ ପ୍ରକଳ୍ପର ଏସ୍‌ଡିଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ରେଡ୍‌ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରୁଛି  ଭିଜିଲାନ୍ସ ବିଭାଗ । ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୭ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଚଢ଼ାଉ । ପଞ୍ଚୁ ବେହେରାଙ୍କ ବ୍ରହ୍ମପୁର ବସନ୍ତବିହାରର ତିନି ମହଲା ଆବାସିକ ଘରେ ଚଢ଼ାଉ ହୋଇଛି । ସେହିପରି ଭଞ୍ଜନଗର ସରକାରୀ କ୍ୱାଟର ସହ ଅଫିସରେ ମଧ୍ୟ ଯାଞ୍ଚ ଚାଲିଛି । ପୋଲସରାରେ ଥିବା ପୈତୃକ ଘରେ ଭିଜିଲାନ୍ସ ରେଡ ଚାଲିଛି । ବ୍ରହ୍ମପୁର ଭୀମନଗରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଶ୍ରୀରାମ ନବମୀ, ଜୟ ଶ୍ରୀରାମ ନାରାରେ ପ୍ରକମ୍ପିତ ହେଉଛି ସାରା ରାଜ୍ୟ

26 Mar 2026 By Madhusudan Das

ଭିଜିଲାନ୍ସ ଜାଲରେ ଜଳସେଚନ ପ୍ରକଳ୍ପର SDO, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

ଗଞ୍ଜାମ: ଭିଜିଲାନ୍ସ ଜାଲରେ ଗଞ୍ଜାମ ଭଞ୍ଜନଗର ଡହ ଜଳସେଚନ ପ୍ରକଳ୍ପର ଏସ୍‌ଡିଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ରେଡ୍‌ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରୁଛି  ଭିଜିଲାନ୍ସ ବିଭାଗ । ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୭ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଚଢ଼ାଉ । ପଞ୍ଚୁ ବେହେରାଙ୍କ ବ୍ରହ୍ମପୁର ବସନ୍ତବିହାରର ତିନି ମହଲା ଆବାସିକ ଘରେ ଚଢ଼ାଉ ହୋଇଛି । ସେହିପରି ଭଞ୍ଜନଗର ସରକାରୀ କ୍ୱାଟର ସହ ଅଫିସରେ ମଧ୍ୟ ଯାଞ୍ଚ ଚାଲିଛି । ପୋଲସରାରେ ଥିବା ପୈତୃକ ଘରେ ଭିଜିଲାନ୍ସ ରେଡ ଚାଲିଛି । ବ୍ରହ୍ମପୁର ଭୀମନଗରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର