ପୁରୀ ବେଳାଭୂମିରେ ଅଘଟଣ; ସମୁଦ୍ରରେ ଗାଧୋଇବାବେଳେ ବୁଡ଼ିଯାଇ ଦୁଇ ପର୍ଯ୍ୟଟକ ମୃତ

Madhusudan Das Picture
Published On

ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ ବେଳେ ବୁଡ଼ିଯାଇ ଦୁଇଜଣ ପର୍ଯ୍ୟଟକଙ୍କ ମୃତ୍ୟୁ। ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ। ପୁରୀ ମେଡିକାଲରେ ଦୁଇ ପର୍ଯ୍ୟଟକଙ୍କୁ ମୃତ ଘୋଷଣା କଲେ ଡ଼ାକ୍ତର। ସମୁଦ୍ରରେ ସ୍ନାନ କରୁଥିବା ବେଳେ ଘଟିଛି ଏଭଳି ଅଘଟଣ। 

ଆହୁରି ପଢ଼ନ୍ତୁ: ଆଉ କିଛି ସମୟ ପରେ ଆରମ୍ଭ ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିମଣତି କାର୍ଯ୍ୟ, ମାହେନ୍ଦ୍ର ବେଳାରେ ଖୋଲିବ ସିନ୍ଦୁକ

ସୂଚନା ଅନୁସାରେ ଆଜି କିଛି ପର୍ଯ୍ୟଟକ ସମୁଦ୍ରରେ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଉଥିବା ସମୟରେ ହଠାତ୍ ସେମାନେ ସମୁଦ୍ରର ପାଣି ସୁଅରେ ଭାସିଯାଇଥିଲେ । ଘଟଣାସ୍ଥଳରେ ଥିବା ଲାଇଫ ଗାର୍ଡମାନେ ତୁରନ୍ତ ବୁଡ଼ିଯାଉଥିବା ଦୁଇଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତୁରନ୍ତ ସେମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରିଥିଲେ । ମେଡିକାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିଧାନସଭାରେ ଉପସ୍ଥାପିତ ହେଲା ଗୃହ ବିଭାଗର ଶ୍ୱେତପତ୍ର; ୨୦୨୪ ତୁଳନାରେ ୨୦୨୫ରେ ବଢ଼ିଛି ଧର୍ତ୍ତବ୍ୟ ଅପରାଧ

30 Mar 2026 By Madhusudan Das

ପୁରୀ ବେଳାଭୂମିରେ ଅଘଟଣ; ସମୁଦ୍ରରେ ଗାଧୋଇବାବେଳେ ବୁଡ଼ିଯାଇ ଦୁଇ ପର୍ଯ୍ୟଟକ ମୃତ

ପୁରୀ: ପୁଣି ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ ବେଳେ ବୁଡ଼ିଯାଇ ଦୁଇଜଣ ପର୍ଯ୍ୟଟକଙ୍କ ମୃତ୍ୟୁ। ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ। ପୁରୀ ମେଡିକାଲରେ ଦୁଇ ପର୍ଯ୍ୟଟକଙ୍କୁ ମୃତ ଘୋଷଣା କଲେ ଡ଼ାକ୍ତର। ସମୁଦ୍ରରେ ସ୍ନାନ କରୁଥିବା ବେଳେ ଘଟିଛି ଏଭଳି ଅଘଟଣ। 

ସୂଚନା ଅନୁସାରେ ଆଜି କିଛି ପର୍ଯ୍ୟଟକ ସମୁଦ୍ରରେ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଉଥିବା ସମୟରେ ହଠାତ୍ ସେମାନେ ସମୁଦ୍ରର ପାଣି ସୁଅରେ ଭାସିଯାଇଥିଲେ । ଘଟଣାସ୍ଥଳରେ ଥିବା ଲାଇଫ ଗାର୍ଡମାନେ ତୁରନ୍ତ ବୁଡ଼ିଯାଉଥିବା ଦୁଇଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ । ଏହାପରେ ତୁରନ୍ତ ସେମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରିଥିଲେ । ମେଡିକାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର