ଆଜି ରାଜ୍ଯରୁ ଚିହ୍ନଟ ହେଲେ ୧୧୩୯ ନୂଆ କରୋନା ଆକ୍ରାନ୍ତ, ଆଉ ୬୦ ମୃତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ଯରେ  ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୯୫  ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ଯା ୪୯୮ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ହଜାର ୩୭୫କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୭୪ହଜାର ୭୫୬ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ୧୦ହଜାର ୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ଯରେ  ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୯୫  ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ଯା ୪୯୮ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ହଜାର ୩୭୫କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୭୪ହଜାର ୭୫୬ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ୧୦ହଜାର ୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ବିଜେଡିର କ୍ଷୋଭ: ଓଡ଼ିଶାର ସ୍ୱାର୍ଥ ବିରୋଧରେ ଭୋଟ ଦେଲେ ବିଜେପିର ୨୦ ସାଂସଦ

ଖୋର୍ଦ୍ଧା ଜିଲ୍ଲାରେ ୪ଶହ ପାର କରିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ।  ଖୋର୍ଦ୍ଧାରୁ- ୪୨୫, କଟକରୁ- ୧୬୧, ବାଲେଶ୍ୱରରୁ- ୬୯, ଜଗତସିଂହପୁରରୁ- ୫୬, ଯାଜପୁରରୁ -୫୦ ପଜିଟିଭ୍ ବାହାରିଛନ୍ତି । ଦୁଇଟି ଜିଲ୍ଲା ସୁବର୍ଣ୍ଣପୁର, କଳାହାଣ୍ଡିରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୩ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଭିତରେ ରହିଛି ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ସେହିପରି ରାଜ୍ୟରେ ଆଜି ୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୭୫୭କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

13 Aug 2021 By The Sakala

ଆଜି ରାଜ୍ଯରୁ ଚିହ୍ନଟ ହେଲେ ୧୧୩୯ ନୂଆ କରୋନା ଆକ୍ରାନ୍ତ, ଆଉ ୬୦ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ଯରେ  ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୯୫  ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ଯା ୪୯୮ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୨ହଜାର ୩୭୫କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୭୪ହଜାର ୭୫୬ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ୧୦ହଜାର ୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ ୪ଶହ ପାର କରିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ।  ଖୋର୍ଦ୍ଧାରୁ- ୪୨୫, କଟକରୁ- ୧୬୧, ବାଲେଶ୍ୱରରୁ- ୬୯, ଜଗତସିଂହପୁରରୁ- ୫୬, ଯାଜପୁରରୁ -୫୦ ପଜିଟିଭ୍ ବାହାରିଛନ୍ତି । ଦୁଇଟି ଜିଲ୍ଲା ସୁବର୍ଣ୍ଣପୁର, କଳାହାଣ୍ଡିରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୩ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଭିତରେ ରହିଛି ।

ସେହିପରି ରାଜ୍ୟରେ ଆଜି ୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୭୫୭କୁ ବୃଦ୍ଧି ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର