ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ହଜାର ଲୋକ, ଅଧିକରୁ ଅଧିକ ସାମିଲ ହେବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅପିଲ

Madhusudan Das Picture
Published On

ଭୁବନେଶ୍ୱର: ଜନ ଗଣନାକୁ ନେଇ ଆସିଲା ବଡ଼ ଅପଡେଟ । ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନିଜର ଜନ ଗଣନା । ଡିଜିଟାଲ ପ୍ରକ୍ରିୟାରେ ଜନ ଗଣନା କରିଥିବା ନେଇ ସୂଚନା ଦେଲେ ଜନ ଗଣନା ନିର୍ଦ୍ଦେଶକ ନିଖିଲି ପବନ କଲ୍ୟାଣ । ସେପଟେ ଜନଗଣନା କିପରି ଚାଲିଛି ସେନେଇ ବୈଠକ ଡାକି ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ । ଜନଗଣନା ସମନ୍ୱୟ କମିଟିର ଦ୍ଵିତୀୟ ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ । ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ଉଭୟ ମୁଖ୍ୟ ଶାସନ ସଚିବ ଓ ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

02 Apr 2026 By Madhusudan Das

ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ହଜାର ଲୋକ, ଅଧିକରୁ ଅଧିକ ସାମିଲ ହେବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅପିଲ

ଭୁବନେଶ୍ୱର: ଜନ ଗଣନାକୁ ନେଇ ଆସିଲା ବଡ଼ ଅପଡେଟ । ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନିଜର ଜନ ଗଣନା । ଡିଜିଟାଲ ପ୍ରକ୍ରିୟାରେ ଜନ ଗଣନା କରିଥିବା ନେଇ ସୂଚନା ଦେଲେ ଜନ ଗଣନା ନିର୍ଦ୍ଦେଶକ ନିଖିଲି ପବନ କଲ୍ୟାଣ । ସେପଟେ ଜନଗଣନା କିପରି ଚାଲିଛି ସେନେଇ ବୈଠକ ଡାକି ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ । ଜନଗଣନା ସମନ୍ୱୟ କମିଟିର ଦ୍ଵିତୀୟ ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ବିଭିନ୍ନ ବିଭାଗର ସଚିବ ଓ ଉନ୍ନୟନ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ । ଆତ୍ମ ଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ କରିଛନ୍ତି ଉଭୟ ମୁଖ୍ୟ ଶାସନ ସଚିବ ଓ ଜନ ଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର