ପିଏନଜି କନେକ୍ସନ ନେଇଥିଲେ ଏଲପିଜି ମନା, ସବୁ ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ: ଯୋଗାଣ ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ । ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ୩ ମାସ ମଧ୍ୟରେ ରାଜ୍ୟର ବଡ଼ ବଡ଼ ସହର ଗୁଡିକରେ ପିଏନଜି କନେକ୍ସନ ପାଇଁ କମ୍ପାନୀଗୁଡିକୁ ନିର୍ଦ୍ଦେଶ । ପିଏନଜି କନେକ୍ସନ ନେଇଥିଲେ ଏଲପିଜି ମନା। ଲୋକସେବା ଭବନରେ ତୈଳ କମ୍ପାନୀ ସହ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି । 

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଯୁବକ ନିଖୋଜ

ତେବେ ଗ୍ରାମାଞ୍ଚଳରେ ପୂର୍ବଭଳି ଏଲପିଜି ସିଲିଣ୍ଡର ସେବା ଜାରି ରହିବ । ଏହାସହ ଏଲପିଜି ନେଇଥିବା ହିତାଧିକାରୀଙ୍କ ହେବ ଇ-କେ୍ୱାଇସି । ସହରଞ୍ଚଳ ଗୁଡିକରେ ଭଡା ନେଇଥିବା ଲୋକ ମଧ୍ୟ ପିଏନଜି କନେକ୍ସନ ନେଇ ପାରିବେ । ବୈଠକରେ ନଗର ଉନୟନ୍ନ ମନ୍ତ୍ରୀଙ୍କ ସହ ଯୋଗାଣ ସଚିବ ଏବଂ ତେଲ କମ୍ପାନୀର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ମୁଣ୍ଡରେ ବନ୍ଧୁକ ଲଗାଇ ଘରୁ ୨୦ଲକ୍ଷ ଟଙ୍କା ସହ ୩୦ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ୬ ଦୁର୍ବୃତ୍ତ

02 Apr 2026 By Madhusudan Das

ପିଏନଜି କନେକ୍ସନ ନେଇଥିଲେ ଏଲପିଜି ମନା, ସବୁ ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ । ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ୩ ମାସ ମଧ୍ୟରେ ରାଜ୍ୟର ବଡ଼ ବଡ଼ ସହର ଗୁଡିକରେ ପିଏନଜି କନେକ୍ସନ ପାଇଁ କମ୍ପାନୀଗୁଡିକୁ ନିର୍ଦ୍ଦେଶ । ପିଏନଜି କନେକ୍ସନ ନେଇଥିଲେ ଏଲପିଜି ମନା। ଲୋକସେବା ଭବନରେ ତୈଳ କମ୍ପାନୀ ସହ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି । 

ତେବେ ଗ୍ରାମାଞ୍ଚଳରେ ପୂର୍ବଭଳି ଏଲପିଜି ସିଲିଣ୍ଡର ସେବା ଜାରି ରହିବ । ଏହାସହ ଏଲପିଜି ନେଇଥିବା ହିତାଧିକାରୀଙ୍କ ହେବ ଇ-କେ୍ୱାଇସି । ସହରଞ୍ଚଳ ଗୁଡିକରେ ଭଡା ନେଇଥିବା ଲୋକ ମଧ୍ୟ ପିଏନଜି କନେକ୍ସନ ନେଇ ପାରିବେ । ବୈଠକରେ ନଗର ଉନୟନ୍ନ ମନ୍ତ୍ରୀଙ୍କ ସହ ଯୋଗାଣ ସଚିବ ଏବଂ ତେଲ କମ୍ପାନୀର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର