ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୩୨ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୩୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୩୫୦୭ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୩୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୩୫୦୭ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୧୦ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଅନୁଗୁଳରୁ ୨୫ , ବାଲେଶ୍ୱରରୁ ୭୦ , ବରଗଡ଼ ୧୦ , ଭଦ୍ରକ ୧୪ , ବଲାଙ୍ଗୀର ୭ , ବୌଦ୍ଧ ୪ , କଟକ ୧୯୭ , ଦେବଗଡ଼ ୪ , ଢେଙ୍କାନାଳ ୧୧ , ଗଜପତି ୬ , ଗଞ୍ଜାମ ୨ , ଜଗତସିଂହପୁର ୪୨ , ଯାଜପୁର ୨୯ , ଝାରସୁଗୁଡ଼ା ୧ , କଳାହାଣ୍ଡି ୭ , କନ୍ଧମାଳ ୪ , କେନ୍ଦ୍ରାପଡ଼ା ୨୭ , କେନ୍ଦୁଝର ୧୫ , କୋରାପୁଟ ୩ , ମାଲକାନଗିରି ୧୦ , ମୟୂରଭଞ୍ଜ ୪୦ , ନବରଙ୍ଗପୁର ୧ , ନୟାଗଡ଼ ୩୧ , ନୂଆପଡ଼ା , ପୁରୀ ୨୨ , ରାୟଗଡ଼ା ୭ , ସମ୍ୱଲପୁର ୧୫ , ସୋନପୁର ୧ , ସୁନ୍ଦରଗଡ଼ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର