ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

Madhusudan Das Picture
Published On

ଭୁବନେଶ୍ୱର: ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାମ କଟିବା ପ୍ରସଙ୍ଗରେ ଉଦବେଗ ପ୍ରକାଶ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଲେ ସସ୍ମିତ । ପୁନଃ ଯାଞ୍ଚ କରି ଭୋଟରଙ୍କ ଅଧିକାର ଫେରାଇବାକୁ ଚିଠିରେ ଅପିଲ । 

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ତେବେ ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ଭୁଲ ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି। ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି। ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ସସ୍ମିତ ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

21 Apr 2026 By Madhusudan Das

ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଭୁବନେଶ୍ୱର: ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାମ କଟିବା ପ୍ରସଙ୍ଗରେ ଉଦବେଗ ପ୍ରକାଶ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଲେ ସସ୍ମିତ । ପୁନଃ ଯାଞ୍ଚ କରି ଭୋଟରଙ୍କ ଅଧିକାର ଫେରାଇବାକୁ ଚିଠିରେ ଅପିଲ । 

ତେବେ ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ଭୁଲ ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି। ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି। ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ସସ୍ମିତ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର