ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

Madhusudan Das Picture
Published On

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବାକୁ ଦାବି କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ସମ୍ବିଧାନ ନିୟମ ଅନୁସାରେ ବାଚସ୍ପତି ତ୍ୱରିତ ପଦକ୍ଷେପ ନିଅନ୍ତୁ । ନିକଟରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ୧୧ଜଣ ବିଧାୟକ କ୍ରସ ଭୋଟିଙ୍ଗ କରିଛନ୍ତି । ସେମାନଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ବାଚସ୍ପତିଙ୍କ ପାଖରେ ଦାବି ହୋଇଛି । ଦଳୀୟ ଶୃଙ୍ଖଳା ଭଙ୍ଗ କରି ବିଧାୟକମାନେ ଅନ୍ୟ ଦଳକୁ ସମର୍ଥନ କରିଥିଲେ । ଯାହା ଦଳ ବିରୋଧୀ । ତେଣୁ ସମ୍ବିଧାନ ନିୟମ ଅନୁସାରେ ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦରକାର ବୋଲି ପ୍ରସନ୍ନ ଦାବି କରିଛନ୍ତି । ବିଳମ୍ବିତ ନ୍ୟାୟ ନ୍ୟାୟ ନୁହେଁ । ବାଚସ୍ପତି ବିଧାୟକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ଆବଶ୍ୟକ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

22 Apr 2026 By Madhusudan Das

ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବାକୁ ଦାବି କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ସମ୍ବିଧାନ ନିୟମ ଅନୁସାରେ ବାଚସ୍ପତି ତ୍ୱରିତ ପଦକ୍ଷେପ ନିଅନ୍ତୁ । ନିକଟରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ୧୧ଜଣ ବିଧାୟକ କ୍ରସ ଭୋଟିଙ୍ଗ କରିଛନ୍ତି । ସେମାନଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ବାଚସ୍ପତିଙ୍କ ପାଖରେ ଦାବି ହୋଇଛି । ଦଳୀୟ ଶୃଙ୍ଖଳା ଭଙ୍ଗ କରି ବିଧାୟକମାନେ ଅନ୍ୟ ଦଳକୁ ସମର୍ଥନ କରିଥିଲେ । ଯାହା ଦଳ ବିରୋଧୀ । ତେଣୁ ସମ୍ବିଧାନ ନିୟମ ଅନୁସାରେ ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଦରକାର ବୋଲି ପ୍ରସନ୍ନ ଦାବି କରିଛନ୍ତି । ବିଳମ୍ବିତ ନ୍ୟାୟ ନ୍ୟାୟ ନୁହେଁ । ବାଚସ୍ପତି ବିଧାୟକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ଆବଶ୍ୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର