ଆସନ୍ତା ୨୦ ତାରିଖରେ ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍‌ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସୁବିଧା ଲୋକ ପାଇପାରିବେ। […]

ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍‌ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସୁବିଧା ଲୋକ ପାଇପାରିବେ। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ।

ଆହୁରି ପଢ଼ନ୍ତୁ: ମଧ୍ୟ ପ୍ରାଚ୍ୟରେ ଫସିରହିଥିବା ଓଡ଼ିଆ ଲୋକଙ୍କୁ ସୁରକ୍ଷିତ ଫେରାଇ ଆଣିବାକୁ ସରକାରଙ୍କୁ ଅନୁରୋଧ କଲେ ନବୀନ

16 Aug 2021 By The Sakala

ଆସନ୍ତା ୨୦ ତାରିଖରେ ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୦ତାରିଖରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତରେ ଯିବେ। ମାଲକାନିଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ବାଣ୍ଟିବେ। ଅଗଷ୍ଟ ୧୫ ତାରିଖ ଦିନ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସ୍ୱାସ୍ଥ୍ୟ କ୍ଷେତ୍ରରେ ଡିଜିଟାଲ ହେଲ୍‌ଥ କାର୍ଡ ଆରମ୍ଭ କିରଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧିନତା ଦିବସରେ ରାଜ୍ୟବାସୀଙ୍କ ପାଇଁ ଏହି ଘୋଷଣା କରିଥିଲେ। ରାଜ୍ୟ ତଥା ଦେଶରେ ୨୦୦ରୁ ଅଧିକ ଡାକ୍ତରଖାନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସୁବିଧା ଲୋକ ପାଇପାରିବେ। ଓଡ଼ିଶାର ୯୬ଲକ୍ଷ ପରିବାର ଓ ସାଢେ ୩କୋଟି ଲୋକ ଏହାଦ୍ୱାରା ଉପକୃତ ହେବେ। ପ୍ରତିବର୍ଷ ମହିଳାଙ୍କ ପାଇଁ ୧୦ଲକ୍ଷ ଓ ପରିବାର ପାଇଁ ୫ଲକ୍ଷ ଟଙ୍କା ଲେଖାଏଁ ବୀମା ସହାୟତା ମିଳିବ।

https://www.thesakala.in/latest-odisha-news/chief-minister-to-distribute-biju-health-welfare-scheme-smart-health-card-to-people-in-malkangiri-on-the-20th/article-4636
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର