ଖସୁଛି କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ମାତ୍ର ୭୨୦ ଜଣ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୬୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୯୬ ହଜାର୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୯ ହଜାର୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

17 Aug 2021 By The Sakala

ଖସୁଛି କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ମାତ୍ର ୭୨୦ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୬୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୯୬ ହଜାର୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୯ ହଜାର୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

https://www.thesakala.in/latest-odisha-news/another-720-corona-positives-were-detected-in-last-24-hours-in-state/article-4655
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର