ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି କରୋନାରେ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଆଜି କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱରଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ।, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

17 Aug 2021 By The Sakala

ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱରଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ।, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର