ଭୁବନେଶ୍ୱରରୁ ପ୍ରାୟ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ବେପାରୀ ଗିରଫ

The Sakala Picture
Published On

ଭୁବନେଶ୍ଵର: ନିଶା କାରବାରର ଚରାଭୂଇଁ ପାଲଟିଛି ରାଜଧାନୀ ଭୁବନେଶ୍ଵର। ପୋଲିସ ଆଖିରେ ଧୂଳି ଦେଇ ବେପାରୀମାନେ ବ୍ରାଉନସୁଗାର କାରବାର କରୁଛନ୍ତି। ରାଜଧାନୀରୁ ପୁଣି ଜବତ ହେଲା ଧଳା ଜହର । ପ୍ରାୟ ୨୫୦ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିଛି କମିଶନରେଟ ପୋଲିସ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଏହି ଘଟଣାରେ ୨ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି ପୋଲିସ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର