ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ରୋଜଗାର ଆଶାରେ ଋଷ୍‌ ଯାଇଥିଲେ ଗଞ୍ଜାମ ଯୁବକ, ୟୁକ୍ରେନର ଡ୍ରୋନ୍‌ ମାଡ଼ରେ ଚାଲିଗଲା ଜୀବନ

Madhusudan Das Picture
Published On

ଗଞ୍ଜାମ: ଚାଲିଥିବା ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ମସ୍କୋରେ ହୋଇଥିବା ଏକ ଡ୍ରୋନ୍ ଆକ୍ରମଣରେ ଗଞ୍ଜାମ ଜିଲ୍ଲାର ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ଅନ୍ତର୍ଗତ ମାଧବନ୍ଧ ଗାଁର ଏ. ରାମେୟା।

ଆହୁରି ପଢ଼ନ୍ତୁ: ବାଲି ମାଫିଆଙ୍କ ଘରେ ପୁଲିସର ଚଢ଼ାଉ, ୨୫ ଲକ୍ଷ ଟଙ୍କା ସହ ୩୦ରୁ ଉର୍ଦ୍ଧ୍ୱ ଗାଡ଼ି ଜବତ

ମିଳିଥିବା ସୂଚନା ଅନୁଯାୟୀ, ଏ. ରାମେୟା ରୋଜଗାର ଏବଂ ନିଯୁକ୍ତି ଆଶାରେ ପ୍ରାୟ ଗୋଟିଏ ମାସ ପୂର୍ବରୁ ଋଷ ଯାଇଥିଲେ। କିନ୍ତୁ ବିଧିର ବିଧାନ ଥିଲା ଅଲଗା। ଶନିବାର ରାତିରେ କମ୍ପାନିରେ କାମ କରୁଥିବାବେଳେ ମସ୍କୋରେ ଡ୍ରୋନ୍ ମାଡ଼ ହୋଇଥିଲା । ଏହି ଭୟଙ୍କର ଡ୍ରୋନ୍ ଷ୍ଟ୍ରାଇକ୍‌ରେ ତାଙ୍କର ପ୍ରାଣହାନି ଘଟିଛି। ତାଙ୍କ ମୃତ୍ୟୁ ଖବର ଗାଁରେ ପହଞ୍ଚିବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ: ITR ଚାନ୍ଦିପୁରରେ 'ସୂର୍ଯ୍ୟାସ୍ତ୍ର' ରକେଟ୍‌ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୧୫୦ରୁ ୩୦୦

ଏନେଇ ସ୍ପଷ୍ଟ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍ । ସେ କହିଛନ୍ତି ଯେ ଏହି ପ୍ରସଙ୍ଗରେ ଜିଲ୍ଲା ପ୍ରଶାସନ ସିଧାସଳଖ ଭାରତୀୟ ଦୂତାବାସ ସହିତ ଯୋଗାଯୋଗରେ ଅଛି। ଯଥାଶୀଘ୍ର ମୃତକଙ୍କ ମରଶରୀରକୁ ଓଡ଼ିଶା ଫେରାଇ ଆଣିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରକ୍ତ ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ହାଣିଲେ ଦୁଇ ପୁଅ

18 May 2026 By Madhusudan Das

ରୋଜଗାର ଆଶାରେ ଋଷ୍‌ ଯାଇଥିଲେ ଗଞ୍ଜାମ ଯୁବକ, ୟୁକ୍ରେନର ଡ୍ରୋନ୍‌ ମାଡ଼ରେ ଚାଲିଗଲା ଜୀବନ

ଗଞ୍ଜାମ: ଚାଲିଥିବା ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ମସ୍କୋରେ ହୋଇଥିବା ଏକ ଡ୍ରୋନ୍ ଆକ୍ରମଣରେ ଗଞ୍ଜାମ ଜିଲ୍ଲାର ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ଅନ୍ତର୍ଗତ ମାଧବନ୍ଧ ଗାଁର ଏ. ରାମେୟା।

ମିଳିଥିବା ସୂଚନା ଅନୁଯାୟୀ, ଏ. ରାମେୟା ରୋଜଗାର ଏବଂ ନିଯୁକ୍ତି ଆଶାରେ ପ୍ରାୟ ଗୋଟିଏ ମାସ ପୂର୍ବରୁ ଋଷ ଯାଇଥିଲେ। କିନ୍ତୁ ବିଧିର ବିଧାନ ଥିଲା ଅଲଗା। ଶନିବାର ରାତିରେ କମ୍ପାନିରେ କାମ କରୁଥିବାବେଳେ ମସ୍କୋରେ ଡ୍ରୋନ୍ ମାଡ଼ ହୋଇଥିଲା । ଏହି ଭୟଙ୍କର ଡ୍ରୋନ୍ ଷ୍ଟ୍ରାଇକ୍‌ରେ ତାଙ୍କର ପ୍ରାଣହାନି ଘଟିଛି। ତାଙ୍କ ମୃତ୍ୟୁ ଖବର ଗାଁରେ ପହଞ୍ଚିବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତି।

ଏନେଇ ସ୍ପଷ୍ଟ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍ । ସେ କହିଛନ୍ତି ଯେ ଏହି ପ୍ରସଙ୍ଗରେ ଜିଲ୍ଲା ପ୍ରଶାସନ ସିଧାସଳଖ ଭାରତୀୟ ଦୂତାବାସ ସହିତ ଯୋଗାଯୋଗରେ ଅଛି। ଯଥାଶୀଘ୍ର ମୃତକଙ୍କ ମରଶରୀରକୁ ଓଡ଼ିଶା ଫେରାଇ ଆଣିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର