ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଆଉ କିଛି ସମୟ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଅପରାହ୍ଣ ୩ରେ ୱେବସାଇଟ୍‌ରେ ହେବ ଉପଲବ୍‌ଧ

Madhusudan Das Picture
Published On

ଭୁବନେଶ୍ୱର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ ପାଇବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ଏକାବେଳେ ପ୍ରକାଶ ପାଇବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ପରୀକ୍ଷାଫଳ ପୁସ୍ତିକାକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉନ୍ମୋଚନ କରିବେ। ଅପରାହ୍ଣ ୩ଟାରେ ୱେବସାଇଟ୍‌ରେ ରେଜଲ୍ଟ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ https://results.odisha.gov.in ଓ https://results.digilocker.gov.in ୱେବସାଇଟ୍‌ରେ ପରୀକ୍ଷାଫଳ ଦେଖିପାରିବେ। ଏହାସହ ସାମସ୍‌ ଇ-କଲେଜ ସ୍ପେସ୍‌ରେ ମଧ୍ୟ ପରୀକ୍ଷାଫଳ ଉପଲବ୍‌ଧ ହେବ। ପ୍ରାୟ ୪ଲକ୍ଷ ପରୀକ୍ଷାର୍ଥୀ ରେଜଲ୍ଟ ପ୍ରକାଶକୁ ନେଇ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ଆହୁରି ପଢ଼ନ୍ତୁ: ତ୍ରୀକୋଣୀୟ ପ୍ରେମକୁ ନେଇ ବିଚ୍ ରାସ୍ତାରେ ଦ୍ୱିତୀୟ ପ୍ରେମିକର ମାଆ ଓ ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ପ୍ରଥମ ପ୍ରେମିକ

20 May 2026 By Madhusudan Das

ଆଉ କିଛି ସମୟ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଅପରାହ୍ଣ ୩ରେ ୱେବସାଇଟ୍‌ରେ ହେବ ଉପଲବ୍‌ଧ

ଭୁବନେଶ୍ୱର: ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ ପାଇବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ଏକାବେଳେ ପ୍ରକାଶ ପାଇବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ପରୀକ୍ଷାଫଳ ପୁସ୍ତିକାକୁ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉନ୍ମୋଚନ କରିବେ। ଅପରାହ୍ଣ ୩ଟାରେ ୱେବସାଇଟ୍‌ରେ ରେଜଲ୍ଟ ଉପଲବ୍‌ଧ ହେବ। ଛାତ୍ରଛାତ୍ରୀମାନେ https://results.odisha.gov.in ଓ https://results.digilocker.gov.in ୱେବସାଇଟ୍‌ରେ ପରୀକ୍ଷାଫଳ ଦେଖିପାରିବେ। ଏହାସହ ସାମସ୍‌ ଇ-କଲେଜ ସ୍ପେସ୍‌ରେ ମଧ୍ୟ ପରୀକ୍ଷାଫଳ ଉପଲବ୍‌ଧ ହେବ। ପ୍ରାୟ ୪ଲକ୍ଷ ପରୀକ୍ଷାର୍ଥୀ ରେଜଲ୍ଟ ପ୍ରକାଶକୁ ନେଇ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର