ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ସାରା ଓଡିଶା, ୨୪ ତାରିଖ ଯାଏଁ ଜାରି ରହିବ ଏପରି ସ୍ଥିତି

Madhusudan Das Picture
Published On

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ। ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ଓଡିଶା। ରାଜ୍ୟରେ ୪୬ ଡିଗ୍ରୀ ଛୁଇଲାଣି ପାରଦ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୨୪ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଗତକାଲି ଝାରସୁଗୁଡ଼ା ଓ ସମ୍ବଲପୁରରେ ସର୍ବାଧିକ ୪୬ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ ହୋଇଥିଲା । ଆଜି ମଧ୍ୟ ସ୍ଥିତି ସମାନ ରହିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦୁଇ ସହରରେ ଆଜି ମଧ୍ୟ ତାପମାତ୍ରା ୪୬ ଡିଗ୍ରୀ ଉପରେ ରହିବ। ବୌଦ୍ଧ, ସୋନପୁର, ଅନୁଗୁଳ ଏବଂ ଟିଟିଲାଗଡ଼ରେ ୪୫ ଡିଗ୍ରୀ ଟପିବା ସମ୍ଭାବନା ରହିଛି । ଆଜି ୨୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ପୂରା ରାଜ୍ୟ ଅସହ୍ୟ ତାତିରେ ଆଉଟୁପାଉଟୁ ।

ଆହୁରି ପଢ଼ନ୍ତୁ: ଦଶରଥପୁରରେ ବିଜେଡିର ନାରୀ ଅଧିକାର ଅଭିଯାନ: ମହିଳାମାନେ ନିଜ ସୁରକ୍ଷା ପାଇଁ ତ୍ରାହି ତ୍ରାହି ଡାକିଲେଣି

ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଗରମ ଓ ଗୁଳୁଗୁଳି ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୧୯ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଥିବା ବେଳେ ସମ୍ବଲପୁର ଓ ବଲାଙ୍ଗିରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । 

ଆହୁରି ପଢ଼ନ୍ତୁ: ଟାଙ୍ଗୀ ବ୍ଲକରେ ହାଇଡ୍ରାମା: ବିଜେପି ନେତାଙ୍କ ବିରୋଧରେ ଗର୍ଜିଲା ବିଜେଡି, ନ୍ୟାୟ ଦାବିରେ ସରକାରୀ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

21 May 2026 By Madhusudan Das

ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ସାରା ଓଡିଶା, ୨୪ ତାରିଖ ଯାଏଁ ଜାରି ରହିବ ଏପରି ସ୍ଥିତି

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ। ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ଓଡିଶା। ରାଜ୍ୟରେ ୪୬ ଡିଗ୍ରୀ ଛୁଇଲାଣି ପାରଦ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୨୪ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଗତକାଲି ଝାରସୁଗୁଡ଼ା ଓ ସମ୍ବଲପୁରରେ ସର୍ବାଧିକ ୪୬ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ ହୋଇଥିଲା । ଆଜି ମଧ୍ୟ ସ୍ଥିତି ସମାନ ରହିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦୁଇ ସହରରେ ଆଜି ମଧ୍ୟ ତାପମାତ୍ରା ୪୬ ଡିଗ୍ରୀ ଉପରେ ରହିବ। ବୌଦ୍ଧ, ସୋନପୁର, ଅନୁଗୁଳ ଏବଂ ଟିଟିଲାଗଡ଼ରେ ୪୫ ଡିଗ୍ରୀ ଟପିବା ସମ୍ଭାବନା ରହିଛି । ଆଜି ୨୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ପୂରା ରାଜ୍ୟ ଅସହ୍ୟ ତାତିରେ ଆଉଟୁପାଉଟୁ ।

ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଗରମ ଓ ଗୁଳୁଗୁଳି ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୧୯ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଥିବା ବେଳେ ସମ୍ବଲପୁର ଓ ବଲାଙ୍ଗିରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର