ଚିକିଟି ବ୍ଲକ ଅଧ୍ୟକ୍ଷ ଆପନା ସେଠୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ଚିକିଟି ବ୍ଲକ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ରାଜନେତା ଆପନା ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ତାତିରୁ ମିଳିବନି ନିସ୍ତାର: ଆସନ୍ତା ୩ ଦିନ ଯାଏଁ ପ୍ରବଳ ଗ୍ରୀଷ୍ମପ୍ରବାହ, ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଏକ ଶୋକ ବାର୍ତ୍ତାରେ ନବୀନ କହିଛନ୍ତି “ଆପନା ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ବାବୁଙ୍କ ସହଯୋଗୀ ତଥା ଜଣେ ସମର୍ପିତ କର୍ମୀ ଭାବେ ବିଜେଡି ପାଇଁ ସେ ଉତ୍ସର୍ଗୀକୃତ ଭାବେ କାମ କରିଛନ୍ତି। ଆଞ୍ଚଳିକ ବିକାଶ ତଥା ସଂଗଠନକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ।”ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ନବୀନ ପଟ୍ଟନାୟକ ନିଜର ଗଭୀର ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଘଟଣା: ଥାନା ଘେରାଉ ସହ କଟକ-ଭୁବନେଶ୍ୱର ରାସ୍ତା ଅବରୋଧ କଲେ ଗ୍ରାମବାସୀ

30 May 2026 By Madhusudan Das

ଚିକିଟି ବ୍ଲକ ଅଧ୍ୟକ୍ଷ ଆପନା ସେଠୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଚିକିଟି ବ୍ଲକ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ରାଜନେତା ଆପନା ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଏକ ଶୋକ ବାର୍ତ୍ତାରେ ନବୀନ କହିଛନ୍ତି “ଆପନା ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ବାବୁଙ୍କ ସହଯୋଗୀ ତଥା ଜଣେ ସମର୍ପିତ କର୍ମୀ ଭାବେ ବିଜେଡି ପାଇଁ ସେ ଉତ୍ସର୍ଗୀକୃତ ଭାବେ କାମ କରିଛନ୍ତି। ଆଞ୍ଚଳିକ ବିକାଶ ତଥା ସଂଗଠନକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ।”ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ନବୀନ ପଟ୍ଟନାୟକ ନିଜର ଗଭୀର ସମବେଦନା ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର