ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ଶିଳ୍ପ ପ୍ରମୋସନ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ପୁରୀ : ପୁରୀରେ ପୁଣି ଭିଜିଲାନ୍ସ ଚଢ଼ାଉ ହୋଇଛି। ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ଶିଳ୍ପ ପ୍ରମୋସନ ଅଫିସର (ଆଇପିଓ) ସୀତାରାମ ସାହୁଙ୍କ ଘର ଉପରେ ଭିଜିଲାନ୍ସ ଚଢାଉ କରାଯାଉଛି। ପୁରୀ, ଭୁବନେଶ୍ୱର ଏବଂ ନୟାଗଡ଼ର 5 ଟି ସ୍ଥାନରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢ଼ାଉ ଜାରି ରହିଛି। ୪ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ୮ଟି ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ […]
ପୁରୀ : ପୁରୀରେ ପୁଣି ଭିଜିଲାନ୍ସ ଚଢ଼ାଉ ହୋଇଛି। ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ଶିଳ୍ପ ପ୍ରମୋସନ ଅଫିସର (ଆଇପିଓ) ସୀତାରାମ ସାହୁଙ୍କ ଘର ଉପରେ ଭିଜିଲାନ୍ସ ଚଢାଉ କରାଯାଉଛି। ପୁରୀ, ଭୁବନେଶ୍ୱର ଏବଂ ନୟାଗଡ଼ର 5 ଟି ସ୍ଥାନରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢ଼ାଉ ଜାରି ରହିଛି। ୪ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ୮ଟି ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ନେଇ ଏହି କାର୍ଯ୍ୟନୁଷ୍ଠାନ ନିଆଯାଇଛି। ତେବେ କେତେ ପରିମାଣର ସମ୍ପତି ସନ୍ଧାନ ମିଳିଛି ତାହା ଭିଜିଲାନ୍ସ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ଚଢ଼ାଉ ସରିବା ପରେ ଆକଳନ କରାଯିବ। ଏହାପରେ ଆୟ ବହିର୍ଭୁତ ସମ୍ପତ୍ତି କେତେ ତାହା ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।