ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Madhusudan Das Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ଗାଁରେ ଘଟିଛି ଏକ ବଡ଼ ଧରଣର ଚୋରି ଘଟଣା। ଭାପୁର ଗ୍ରାମର ପୂର୍ବତନ ସରପଞ୍ଚ କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରୁ ଦୁର୍ବୃତ୍ତ ମାନେ ଚୋରି କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତ ରାତିରେ ଚୋରମାନେ ଘରର ସଦସ୍ୟମାନଙ୍କୁ ନିଶା ଔଷଧ ସ୍ପ୍ରେ କରି ଅଚେତ କରିଦେଇଥିଲେ। ପରେ ଘରେ ପଶି ନଗଦ ୧ ଲକ୍ଷ ୨୬ ହଜାର ଟଙ୍କା ସହିତ ପ୍ରାୟ ୨୫ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା ଜଣାପଡ଼ିଛି। ଆଜି ସକାଳେ ପରିବାର ଲୋକେ ଘଟଣା ବିଷୟରେ ଜାଣିବା ପରେ ଫତେଗଡ଼ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। 

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

10 Jun 2026 By Madhusudan Das

ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ଗାଁରେ ଘଟିଛି ଏକ ବଡ଼ ଧରଣର ଚୋରି ଘଟଣା। ଭାପୁର ଗ୍ରାମର ପୂର୍ବତନ ସରପଞ୍ଚ କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରୁ ଦୁର୍ବୃତ୍ତ ମାନେ ଚୋରି କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତ ରାତିରେ ଚୋରମାନେ ଘରର ସଦସ୍ୟମାନଙ୍କୁ ନିଶା ଔଷଧ ସ୍ପ୍ରେ କରି ଅଚେତ କରିଦେଇଥିଲେ। ପରେ ଘରେ ପଶି ନଗଦ ୧ ଲକ୍ଷ ୨୬ ହଜାର ଟଙ୍କା ସହିତ ପ୍ରାୟ ୨୫ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା ଜଣାପଡ଼ିଛି। ଆଜି ସକାଳେ ପରିବାର ଲୋକେ ଘଟଣା ବିଷୟରେ ଜାଣିବା ପରେ ଫତେଗଡ଼ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର