ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନଦୀରେ ଗାଧୋଇବା ହେଲା କାଳ, ପାଣିରେ ବୁଡ଼ି ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ

Madhusudan Das Picture
Published On

ପୁରୀ: ଗାଧୋଇବା ବେଳେ ନଦୀରେ ବୁଡ଼ି ଯାଇ ୨ ଭାଇଙ୍କ ମୃତ୍ୟୁ । ଚନ୍ଦନପୁର ଜାନକାଦେଇପୁର୍ ରେଲୱେ ବ୍ରିଜ୍‌ରେ ଥିବା ନଦୀରେ ବୁଡ଼ିଗଲେ ଦୁଇ ଭାଇ । ଉଭୟ ମୃତ ନାବାଳକ କେତକୀ ପାଟଣା ଅଞ୍ଚଳର ଏବଂ ବୟସ ୧୨ ରୁ ୧୫ ମଧ୍ୟରେ ହେବ । ଚନ୍ଦନପୁରରେ ପରିବା ବ୍ୟବସାୟ କରୁଥିବା ଦୁଇ ଭାଇ ବାବୁ ରାୟ ଓ କାବୁ ରାୟଙ୍କ ଦୁଇ ପୁଅଙ୍କ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ମଲ୍ଲିକ ଆହତ, ୩ ପୋଲିସ କର୍ମଚାରୀ ବି ଆହତ

13 Jun 2026 By Madhusudan Das

ନଦୀରେ ଗାଧୋଇବା ହେଲା କାଳ, ପାଣିରେ ବୁଡ଼ି ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ

ପୁରୀ: ଗାଧୋଇବା ବେଳେ ନଦୀରେ ବୁଡ଼ି ଯାଇ ୨ ଭାଇଙ୍କ ମୃତ୍ୟୁ । ଚନ୍ଦନପୁର ଜାନକାଦେଇପୁର୍ ରେଲୱେ ବ୍ରିଜ୍‌ରେ ଥିବା ନଦୀରେ ବୁଡ଼ିଗଲେ ଦୁଇ ଭାଇ । ଉଭୟ ମୃତ ନାବାଳକ କେତକୀ ପାଟଣା ଅଞ୍ଚଳର ଏବଂ ବୟସ ୧୨ ରୁ ୧୫ ମଧ୍ୟରେ ହେବ । ଚନ୍ଦନପୁରରେ ପରିବା ବ୍ୟବସାୟ କରୁଥିବା ଦୁଇ ଭାଇ ବାବୁ ରାୟ ଓ କାବୁ ରାୟଙ୍କ ଦୁଇ ପୁଅଙ୍କ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର