ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ

Madhusudan Das Picture
Published On

ଭୁବନେଶ୍ୱର: ଆଜି ପହିଲି ରଜ , ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ । ପିଠା ଓ ରଜ ପାନ ଖାଇ ଗାଁ ବୁଲିବା ସହ ଦୋଳି ଖେଳିବାରେ ଲାଗିଛନ୍ତି । ଘରେ ଘରେ ପିଠାପଣାର ମହକ । ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିଥାଏ ରଜର ଆସର । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ ।

ଆହୁରି ପଢ଼ନ୍ତୁ: ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ

ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସିରେ ରଜ ପର୍ବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ। 

ଆହୁରି ପଢ଼ନ୍ତୁ: ଓଡ଼ିଆ ଶିକ୍ଷକଙ୍କ ଦରମା ବନ୍ଦ କରି ଓଡ଼ିଆ ଅସ୍ମିତାର ମର୍ଯ୍ୟାଦାହାନୀ କରିଛନ୍ତି ସରକାର: ବିଜେଡି

14 Jun 2026 By Madhusudan Das

ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ

ଭୁବନେଶ୍ୱର: ଆଜି ପହିଲି ରଜ , ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ । ପିଠା ଓ ରଜ ପାନ ଖାଇ ଗାଁ ବୁଲିବା ସହ ଦୋଳି ଖେଳିବାରେ ଲାଗିଛନ୍ତି । ଘରେ ଘରେ ପିଠାପଣାର ମହକ । ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିଥାଏ ରଜର ଆସର । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ ।

ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସିରେ ରଜ ପର୍ବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର