ମନୋରଞ୍ଜନ

ହିରୋଙ୍କ ପାଇଁ ଅଭିଜ୍ଞତା, ହିରୋଇନଙ୍କ ପାଇଁ ସମସ୍ୟା! ବଲିଉଡର ଦ୍ୱିମୁଖୀ ନୀତି ଉପରେ ବର୍ଷିଲେ ଈଶା କୋପିକର
ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ

ପୁଣି ଅଶାନ୍ତ ରାଜଧାନୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

Madhusudan Das Picture
Published On

ଭୁବନେଶ୍ୱର : ପୁଣି ଅଶାନ୍ତ ରାଜଧାନୀ ଭୁବନେଶ୍ୱର । ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଲିଙ୍ଗରାଜ ଥାନା ଅନ୍ତର୍ଗତ ମୂଳାପଡ଼ିଆ ନିକଟରେ ଜଣେ ଯୁବକଙ୍କ ଉପରେ ମରଣାନ୍ତକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣରେ ଆହତ ହୋଇଥିବା ଯୁବକ ଜଣକ ସନ୍ଦୀପ ସମର୍ଥ ବୋଲି ଜଣାପଡିଛି । ଆକ୍ରମଣରେ ତାଙ୍କର ଦୁଇ ହାତ ଓ ଦୁଇ ଗୋଡ଼ରେ ଗୁରୁତର ଆଘାତ ଲାଗିଛି । ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।  ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  ଆକ୍ରମଣରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରି ଗିରଫ ପାଇଁ ପୋଲିସ ତଦନ୍ତ ଜୋରଦାର କରିଛି ।

ଆହୁରି ପଢ଼ନ୍ତୁ: ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ୧୦୮ ଗରା ପବିତ୍ର ଜଳରେ ସ୍ନାନ କରି ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ ମର୍ତ୍ତ୍ୟ ବୈକୁଣ୍ଠ ଅଧିପତି

29 Jun 2026 By Madhusudan Das

ପୁଣି ଅଶାନ୍ତ ରାଜଧାନୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ପୁଣି ଅଶାନ୍ତ ରାଜଧାନୀ ଭୁବନେଶ୍ୱର । ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଲିଙ୍ଗରାଜ ଥାନା ଅନ୍ତର୍ଗତ ମୂଳାପଡ଼ିଆ ନିକଟରେ ଜଣେ ଯୁବକଙ୍କ ଉପରେ ମରଣାନ୍ତକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣରେ ଆହତ ହୋଇଥିବା ଯୁବକ ଜଣକ ସନ୍ଦୀପ ସମର୍ଥ ବୋଲି ଜଣାପଡିଛି । ଆକ୍ରମଣରେ ତାଙ୍କର ଦୁଇ ହାତ ଓ ଦୁଇ ଗୋଡ଼ରେ ଗୁରୁତର ଆଘାତ ଲାଗିଛି । ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।  ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  ଆକ୍ରମଣରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ଚିହ୍ନଟ କରି ଗିରଫ ପାଇଁ ପୋଲିସ ତଦନ୍ତ ଜୋରଦାର କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର