ଆଜି ସ୍ମାର୍ଟ ବିଦ୍ୟାଳୟର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର/ଗଞ୍ଜାମ : ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡରୁ ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ବିଦ୍ୟାଳୟର ଉଦ୍‌ଘାଟନ କରିବେ । 5-T ପଦ୍ଧତିରେ ପରିଚାଳିତ ଉଚ୍ଚବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମରେ ହିଞ୍ଜିଳି ଓ ଶେରଗଡ଼ ବ୍ଳକର ପ୍ରାୟ ୫୦ଟି ଉଚ୍ଚ ବିଦ୍ୟାଳୟ ସ୍ଥାନ ପାଇଛି । ଏହି ସମସ୍ତ ବିଦ୍ୟାଳୟର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ […]

ଭୁବନେଶ୍ୱର/ଗଞ୍ଜାମ : ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡରୁ ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ବିଦ୍ୟାଳୟର ଉଦ୍‌ଘାଟନ କରିବେ । 5-T ପଦ୍ଧତିରେ ପରିଚାଳିତ ଉଚ୍ଚବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମରେ ହିଞ୍ଜିଳି ଓ ଶେରଗଡ଼ ବ୍ଳକର ପ୍ରାୟ ୫୦ଟି ଉଚ୍ଚ ବିଦ୍ୟାଳୟ ସ୍ଥାନ ପାଇଛି । ଏହି ସମସ୍ତ ବିଦ୍ୟାଳୟର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ଏବେ ବାସ୍ତବ ରୂପ ନେଇଛି । ସାରା ରାଜ୍ୟରେ ୧ ହଜାର ୭୨ଟି ସ୍କୁଲକୁ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଯୋଜନାରେ ସାମିଲ କରାଯାଇଛି । ଏହିସବୁ ସ୍କୁଲଗୁଡିକରେ ପିଲାଙ୍କ ପାଇଁ କଂପ୍ୟୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ , ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧାସୁଯୋଗ ରହିଛି । ସ୍ମାର୍ଟ କ୍ଲାସରୁମ୍ ପାଇଁ ସ୍କୁଲ କ୍ୟାମ୍ପସ ଆଧୁନିକିକରଣ ହୋଇଥିବା ବେଳେ ଡିଜିଟାଲ ହେଉଛି କ୍ଲାସ ରୁମ ଓ ଲାଇବ୍ରେରୀ । ସେହିଭଳି ଆକର୍ଷଣୀୟ ହେଉଛି ଖେଳ ପଡ଼ିଆ ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର