ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍‌ ଲିଷ୍ଟ, ଶୀର୍ଷରେ ରେଭେନ୍ସା

Madhusudan Das Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍‌ ଲିଷ୍ଟ । ଚଳିତବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା କଟ ଅଫ୍ ମାର୍କରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶୀର୍ଷରେ ରହିଛି । ରେଭେନ୍ସାର କଳା ବିଭାଗରେ ୮୧ ପ୍ରତିଶତ, ବିଜ୍ଞାନ ବିଭାଗରେ ୯୩.୪୦ ପ୍ରତିଶତ ଏବଂ ବାଣିଜ୍ୟ ବିଭାଗରେ ୮୨.୪୦ ପ୍ରତିଶତ କଟ୍-ଅଫ୍ ରହିଛି । 

ଆହୁରି ପଢ଼ନ୍ତୁ: ବଲାଙ୍ଗିରରେ ଚାଞ୍ଚଲ୍ୟ: ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ଠାବ, ସନ୍ଦେହରେ ଜଣେ ଅଟକ

ଚଳିତବର୍ଷ ମୋଟ ୪,୬୧,୩୨୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରାୟ ୯୩.୦୪ ପ୍ରତିଶତ ଅର୍ଥାତ୍ ୪,୨୯,୨୧୯ ଛାତ୍ରଛାତ୍ରୀ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ମନୋନୀତ ଶିକ୍ଷାର୍ଥୀଙ୍କ ମଧ୍ୟରେ କଳାରେ ୨,୭୬,୯୨୫, ବିଜ୍ଞାନରେ ୧,୨୧,୪୯୪, ବାଣିଜ୍ୟରେ ୧୯,୮୪୪, ଉପଶାସ୍ତ୍ରୀରେ ୬,୧୩୪, ଧନ୍ଦାମୂଳକ ଶିକ୍ଷାରେ ୪,୮୨୨ ଜଣ ରହିଛନ୍ତି।

ଆହୁରି ପଢ଼ନ୍ତୁ: ହଙ୍ଗର ଷ୍ଟ୍ରାଇକରେ ବସିଲେ ଓଡ଼ିଶା ଆଶାୟୀ ଶିକ୍ଷକ ସଂଘ; ଲୋୟର ପିଏମଜିରେ ଷଷ୍ଠ ଦିନରେ ଆନ୍ଦୋଳନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର