ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ଦ୍ଦେଶକ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍

Madhusudan Das Picture
Published On

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ITDA ସହକାରୀ ନିର୍ଦ୍ଦେଶକ ସଂଜୟ କେସପେଟା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । କୋରାପୁଟର ମେଡିକାଲ ରୋଡ୍‌ ଅଞ୍ଚଳରେ ଥିବା ଲଜ୍‌ ସମେତ ଭୁବନେଶ୍ୱର ଓ ରାଉରକେଲାରେ ଭିଜିଲାନ୍ସ ଟିମ୍‌ର ଚଢାଉ ଚାଲିଥିବା ଜଣାପଡ଼ିଛି । କିଛି ମାସ ତଳେ କୋରାପୁଟରୁ ଭୁବନେଶ୍ୱରକୁ ବଦଳି ହୋଇଥିଲେ ସଂଜୟ । ଏହି ଚଢାଉରେ ୬ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର, ସମ୍ପତ୍ତି ସମ୍ବନ୍ଧୀୟ ତଥ୍ୟ ଓ ଅନ୍ୟାନ୍ୟ ଦଲିଲ ଯାଞ୍ଚ କରାଯାଉଛି । ତେବେ ଏହି ଚଢାଉରେ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ମହାକାଳପଡ଼ା BDO ଓ IICଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଲୋୟର ପିଏମଜିରେ ଆମରଣ ଅନଶନରେ ବସିଲେ ଚାମେଲୀ ଓଝା

13 Jul 2026 By Madhusudan Das

ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ଦ୍ଦେଶକ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ITDA ସହକାରୀ ନିର୍ଦ୍ଦେଶକ ସଂଜୟ କେସପେଟା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । କୋରାପୁଟର ମେଡିକାଲ ରୋଡ୍‌ ଅଞ୍ଚଳରେ ଥିବା ଲଜ୍‌ ସମେତ ଭୁବନେଶ୍ୱର ଓ ରାଉରକେଲାରେ ଭିଜିଲାନ୍ସ ଟିମ୍‌ର ଚଢାଉ ଚାଲିଥିବା ଜଣାପଡ଼ିଛି । କିଛି ମାସ ତଳେ କୋରାପୁଟରୁ ଭୁବନେଶ୍ୱରକୁ ବଦଳି ହୋଇଥିଲେ ସଂଜୟ । ଏହି ଚଢାଉରେ ୬ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ସମୟରେ ବିଭିନ୍ନ କାଗଜପତ୍ର, ସମ୍ପତ୍ତି ସମ୍ବନ୍ଧୀୟ ତଥ୍ୟ ଓ ଅନ୍ୟାନ୍ୟ ଦଲିଲ ଯାଞ୍ଚ କରାଯାଉଛି । ତେବେ ଏହି ଚଢାଉରେ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର