ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭୬୧ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୧୬୯୮ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୧୬୯୮ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୮୯ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଅନୁଗୁଳରୁ ୧୬ , ବାଲେଶ୍ୱରରୁ ୫୨ , ବରଗଡ଼ ୧୮ , ଭଦ୍ରକ ୮ , ବଲାଙ୍ଗୀର ୨ , ବୌଦ୍ଧ ୧ , କଟକ ୧୧୭, ଦେବଗଡ଼ ୧୨, ଢେଙ୍କାନାଳ ୧୨ , ଗଜପତି ୨ , ଗଞ୍ଜାମ ୩ , ଜଗତସିଂହପୁର ୧୮ , ଯାଜପୁର ୩୫ , ଝାରସୁଗୁଡ଼ା ୧ , କଳାହାଣ୍ଡି , କନ୍ଧମାଳ ୩ , କେନ୍ଦ୍ରାପଡ଼ା ୧୫ , କେନ୍ଦୁଝର ୫ , କୋରାପୁଟ , ମାଲକାନଗିରି ୨ , ମୟୂରଭଞ୍ଜ ୨୪ , ନବରଙ୍ଗପୁର ୧ , ନୟାଗଡ଼ ୧୨ , ନୂଆପଡ଼ା , ପୁରୀ ୧୩ , ରାୟଗଡ଼ା ୫ , ସମ୍ୱଲପୁର ୨୦ , ସୋନପୁର ୧, ସୁନ୍ଦରଗଡ଼ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

23 Aug 2021 By The Sakala

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭୬୧ ଜଣ କରୋନା ପଜିଟିଭ୍

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୬୧ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୧୬୯୮ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୮୯ ସଂକ୍ରମିତ ।

ଅନୁଗୁଳରୁ ୧୬ , ବାଲେଶ୍ୱରରୁ ୫୨ , ବରଗଡ଼ ୧୮ , ଭଦ୍ରକ ୮ , ବଲାଙ୍ଗୀର ୨ , ବୌଦ୍ଧ ୧ , କଟକ ୧୧୭, ଦେବଗଡ଼ ୧୨, ଢେଙ୍କାନାଳ ୧୨ , ଗଜପତି ୨ , ଗଞ୍ଜାମ ୩ , ଜଗତସିଂହପୁର ୧୮ , ଯାଜପୁର ୩୫ , ଝାରସୁଗୁଡ଼ା ୧ , କଳାହାଣ୍ଡି , କନ୍ଧମାଳ ୩ , କେନ୍ଦ୍ରାପଡ଼ା ୧୫ , କେନ୍ଦୁଝର ୫ , କୋରାପୁଟ , ମାଲକାନଗିରି ୨ , ମୟୂରଭଞ୍ଜ ୨୪ , ନବରଙ୍ଗପୁର ୧ , ନୟାଗଡ଼ ୧୨ , ନୂଆପଡ଼ା , ପୁରୀ ୧୩ , ରାୟଗଡ଼ା ୫ , ସମ୍ୱଲପୁର ୨୦ , ସୋନପୁର ୧, ସୁନ୍ଦରଗଡ଼ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର