ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୬୨୫ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୨୩୨୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୬ହଜାର ୩୩୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୪୪୩ ଜଣ କରୋନା […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୨୩୨୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୬ହଜାର ୩୩୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୪୪୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

24 Aug 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର