ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରଲୋକ। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଆଜି (ଗୁରୁବାର) ମିଶ୍ରଙ୍କ ଦେହାନ୍ତ ନେଇ ମିଳିଛି ସୂଚନା । ୨୦୦୩ରେ ଉମାଶଙ୍କର ମିଶ୍ର ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଥିଲେ।  ୧୯୬୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ହେଉଛନ୍ତି ଉମାଶଙ୍କର ମିଶ୍ର। ଏକମାତ୍ର ଓଡିଆ ଆଇପିଏସ ଅଧିକାରୀ ଭାବରେ ସିବିଆଇ ନିର୍ଦେଶକ ଦାୟିତ୍ବ ତୁଲାଇଥିଲେ ଉମାଶଙ୍କର ମିଶ୍ର । ସିବିଆଇ ନିର୍ଦ୍ଦେଶକ ଥିବାବେଳେ ଉମାଶଙ୍କର ମିଶ୍ର ଅଣ୍ଡରୱାର୍ଲଡ୍ ଡନ୍ ଆବୁ ସାଲେମକୁ […]

ଭୁବନେଶ୍ୱର: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରଲୋକ। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଆଜି (ଗୁରୁବାର) ମିଶ୍ରଙ୍କ ଦେହାନ୍ତ ନେଇ ମିଳିଛି ସୂଚନା । ୨୦୦୩ରେ ଉମାଶଙ୍କର ମିଶ୍ର ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଥିଲେ।  ୧୯୬୮ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ହେଉଛନ୍ତି ଉମାଶଙ୍କର ମିଶ୍ର। ଏକମାତ୍ର ଓଡିଆ ଆଇପିଏସ ଅଧିକାରୀ ଭାବରେ ସିବିଆଇ ନିର୍ଦେଶକ ଦାୟିତ୍ବ ତୁଲାଇଥିଲେ ଉମାଶଙ୍କର ମିଶ୍ର ।

ଆହୁରି ପଢ଼ନ୍ତୁ: ୩କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବକେୟା ଅଭିଯୋଗରେ ପାରାଦ୍ଵୀପ ବନ୍ଦରରେ ବିଦେଶୀ ଜାହାଜ 'MT UNITY' ଗିରଫ

ସିବିଆଇ ନିର୍ଦ୍ଦେଶକ ଥିବାବେଳେ ଉମାଶଙ୍କର ମିଶ୍ର ଅଣ୍ଡରୱାର୍ଲଡ୍ ଡନ୍ ଆବୁ ସାଲେମକୁ ଧରା ଯାଇପାରିଥିଲା। ଆବୁ ସାଲେମକୁ ସେ ସମୟରେ ପର୍ତ୍ତୁଗାଲରୁ ଭାରତକୁ ଆଣିବାରେ ଉମାଶଙ୍କରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ଉମାଶଙ୍କର ଅବସର ନେବା ପରେ ଏକ ଓଡ଼ିଆ ଖବର କାଗଜର ସମ୍ପାଦକ ଭାବେ କିଛିଦିନ କାର୍ଯ୍ୟ କରିଥିଲେ। ଏହା ସହିତ ସେ ମେଘାଳୟ ପ୍ଲାନିଂ କମିଶନର ସଦସ୍ୟ ଓ ମାଇକ୍ରୋସଫ୍ଟ ଇଣ୍ଡିଆର ପରାମର୍ଶଦାତ୍ତା ମଧ୍ୟ ରହିଥିଲେ।

ଆହୁରି ପଢ଼ନ୍ତୁ: ମରିଗଲା ମଣିଷ ପଣିଆ: ସାମାନ୍ୟ କଥାକୁ ନେଇ ମାନସିକ ବିକାରଗ୍ରସ୍ତଙ୍କୁ ଗୋଡ଼ହାତ ବାନ୍ଧି ପିଟିଲେ ଦୁର୍ବୃତ୍ତ

 

ଆହୁରି ପଢ଼ନ୍ତୁ: ଶିକ୍ଷା ବଞ୍ଚାଅ ଆନ୍ଦୋଳନ: ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବରଙ୍ଗପୁରରେ ବିଜେଡିର ବିଶାଳ ରାଲି ‌

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର