ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୯୭ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୧ହଜାର ୬୩୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୫୨୮ ଜଣ […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୧ହଜାର ୬୩୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୫୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

30 Aug 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୯୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୧ହଜାର ୬୩୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୫୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର