ଶିକ୍ଷାନୁଷ୍ଠାନ ଖୋଲୁ ଖୋଲୁ ଗୋଷ୍ଠୀ ସଂଘର୍ଷ: ଗତକାଲି ଉତ୍କଳ ବିଶ୍ଵବିଦ୍ୟାଳୟରେ ଆଜି ବିଜେବି କଲେଜ

The Sakala Picture
Published On

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନ ଖୋଲୁ ଖୋଲୁ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଗତକାଲି ସନ୍ଧ୍ୟାରେ ଉତ୍କଳ ବିଶ୍ଵବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ଘଟଣାକୁ ୨୪ ଘଣ୍ଟା ପୁରି ନ ଥିବା ବେଳେ ଆଜି ପୁଣି ବିଜେବି କଲେଜରେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କମେଣ୍ଟ ମରାକୁ କେନ୍ଦ୍ର କରି ଆଜି ବିଜେବି କଲେଜ ପରିସରରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି । ଦୁଇ ହଷ୍ଟେଲ ଆମ୍ବେଦକର ଓ ଖାରବେଳ ହଷ୍ଟେଲର ଛାତ୍ର ମାନଙ୍କ ମଧ୍ୟରେ ଏହି ଗୋଷ୍ଠୀ ସଂଘର୍ଷ […]

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନ ଖୋଲୁ ଖୋଲୁ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଗତକାଲି ସନ୍ଧ୍ୟାରେ ଉତ୍କଳ ବିଶ୍ଵବିଦ୍ୟାଳୟ ପରିସରରେ ଛାତ୍ର ଅଶାନ୍ତି ଘଟଣାକୁ ୨୪ ଘଣ୍ଟା ପୁରି ନ ଥିବା ବେଳେ ଆଜି ପୁଣି ବିଜେବି କଲେଜରେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କମେଣ୍ଟ ମରାକୁ କେନ୍ଦ୍ର କରି ଆଜି ବିଜେବି କଲେଜ ପରିସରରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି । ଦୁଇ ହଷ୍ଟେଲ ଆମ୍ବେଦକର ଓ ଖାରବେଳ ହଷ୍ଟେଲର ଛାତ୍ର ମାନଙ୍କ ମଧ୍ୟରେ ଏହି ଗୋଷ୍ଠୀ ସଂଘର୍ଷ ଘଟିଛି।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ଏଥିରେ ପାଖାପାଖି ୨୦ ଜଣ ଆହତ ହୋଇଛନ୍ତି। ବଡଗଡ଼ ଥାନା ପକ୍ଷରୁ ୩୦ ଜଣଙ୍କୁ ଅଟକ ରଖାଯାଇଛି। କମେଣ୍ଟ ମରାକୁ କେନ୍ଦ୍ର କରି ଏଭଳି ହୋଇଥିବା ଜଣାପଡିଛି। ଏହାସହ ଜାତିଆଣ ଆକ୍ଷେପ ଯୋଗୁ ସଂଘର୍ଷ ତୀବ୍ରତର ହୋଇଛି। କଲେଜ ସାମ୍ନାରେ ଧାରଣାରେ ବସି ରହିଛନ୍ତି ଶତାଧିକ ଛାତ୍ରଛାତ୍ରୀ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

ଏବେ ଦେଖିବାକୁ ମିଳୁଛି କିଛି ଶିକ୍ଷିତ ଆସାଧୁ ଛାତ୍ରଛାତ୍ରୀ ଜାତିଆଣର ଫାଇଦା ନେବାକୁ ଅପଚେଷ୍ଟା କରୁଛନ୍ତି। ଜାତିଆଣ ନାଁ ନେଇ ମିଛି କେସ ମଧ୍ଯ ଦେଉଛନ୍ତି।

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର