ଅଲିମ୍ପିକ୍ସରୁ ଫେରିବା ପରେ ୱେବ ପୋର୍ଟାଲର ସାମ୍ବାଦିକଙ୍କୁ ଟାର୍ଗେଟ କଲେ ଧାବିକା ଦୂତୀ ଚାନ୍ଦ

The Sakala Picture
Published On

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀ ଡ଼ାକିଥିଲେ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ଖବର ପ୍ରସାରଣ ହୋଇଥିଲା । ଦୂତୀ ଏହାକୁ ବିରୋଧ କରିବା ସହ ଖେଳରେ ହାର ଜିତ ରହିଛି । ଜଣେ ଖେଳାଳିକୁ ଏପରି ହତୋତ୍ସାହିତ ନକରି ତାଙ୍କୁ ପ୍ରୋତ୍ସାହିତ କରିବାକୁ ସେ କହିଛନ୍ତି । ଏକ ୱେବ ପୋର୍ଟାଲର ସାମ୍ବାଦିକ ଏବଂ ସୂଚନା ଅଧିକାର କର୍ମୀଙ୍କୁ ସିଧାସଳଖ […]

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀ ଡ଼ାକିଥିଲେ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ଖବର ପ୍ରସାରଣ ହୋଇଥିଲା । ଦୂତୀ ଏହାକୁ ବିରୋଧ କରିବା ସହ ଖେଳରେ ହାର ଜିତ ରହିଛି । ଜଣେ ଖେଳାଳିକୁ ଏପରି ହତୋତ୍ସାହିତ ନକରି ତାଙ୍କୁ ପ୍ରୋତ୍ସାହିତ କରିବାକୁ ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

ଏକ ୱେବ ପୋର୍ଟାଲର ସାମ୍ବାଦିକ ଏବଂ ସୂଚନା ଅଧିକାର କର୍ମୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଦୂତୀ । ତାଙ୍କ ବିରୋଧରେ ଆଇନଗତ ଆଶ୍ରୟ ନେବେ ବୋଲି ଦୂତୀ ଚାନ୍ଦ କହିଛନ୍ତି । ଅଲମ୍ପିକ ପରି ଏକ ମେଗା ଇଭେଣ୍ଟ ଚାଲୁଥିବା ସମୟରେ ଜଣେ କ୍ରୀଡ଼ାବିତଙ୍କୁ ବାରମ୍ବାର ମାନସିକ ଚାପ ପକାଇବା ଘଟଣାକୁ ଦୂତିଙ୍କ କୋଚ୍‌ ବିରୋଧ କରିଛନ୍ତି ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଅନ୍ୟ ରାଜ୍ୟରୁ ତାଙ୍କୁ ଖେଳିବା ପାଇଁ ଅଫର ମିଳିବା ସତ୍ୱେ ଦୂତୀ ଓଡିଶା ପାଇଁ ଖେଳୁଛନ୍ତି । ତେଣୁ ତାଙ୍କୁ ପ୍ରୋତ୍ସାହିତ କରିବା ଆବଶ୍ୟକ ବୋଲି ଦୂତିଙ୍କ କୋଚ କହିଛନ୍ତି । ଅନ୍ୟ ପକ୍ଷରେ ମିଥ୍ୟା ଏବଂ ବିଭ୍ରାନ୍ତିଙ୍କର ଖବର ପ୍ରସାରଣ କରି ଦୁତିକୁ ବଦନାମ କରିଥିବା ଲୋକଙ୍କ ବିରୋଧରେ 5 କୋଟିର ମାନ ହାନୀ ମକଦମା ଦାୟର କରାଯାଇଛି । ଏହା ସହ ଯାହାବି ଆଇନଗତ ଆଶ୍ରୟ ଆବଶ୍ୟକ ପଡିବ ତାହା ମଧ୍ୟ ନିଆଯିବ ବୋଲି ଦୂତିକ ଲିଗାଲ ଆଡ଼ଭାଇଜର କହିଛନ୍ତି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

02 Sep 2021 By The Sakala

ଅଲିମ୍ପିକ୍ସରୁ ଫେରିବା ପରେ ୱେବ ପୋର୍ଟାଲର ସାମ୍ବାଦିକଙ୍କୁ ଟାର୍ଗେଟ କଲେ ଧାବିକା ଦୂତୀ ଚାନ୍ଦ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀ ଡ଼ାକିଥିଲେ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ଖବର ପ୍ରସାରଣ ହୋଇଥିଲା । ଦୂତୀ ଏହାକୁ ବିରୋଧ କରିବା ସହ ଖେଳରେ ହାର ଜିତ ରହିଛି । ଜଣେ ଖେଳାଳିକୁ ଏପରି ହତୋତ୍ସାହିତ ନକରି ତାଙ୍କୁ ପ୍ରୋତ୍ସାହିତ କରିବାକୁ ସେ କହିଛନ୍ତି ।

ଏକ ୱେବ ପୋର୍ଟାଲର ସାମ୍ବାଦିକ ଏବଂ ସୂଚନା ଅଧିକାର କର୍ମୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଦୂତୀ । ତାଙ୍କ ବିରୋଧରେ ଆଇନଗତ ଆଶ୍ରୟ ନେବେ ବୋଲି ଦୂତୀ ଚାନ୍ଦ କହିଛନ୍ତି । ଅଲମ୍ପିକ ପରି ଏକ ମେଗା ଇଭେଣ୍ଟ ଚାଲୁଥିବା ସମୟରେ ଜଣେ କ୍ରୀଡ଼ାବିତଙ୍କୁ ବାରମ୍ବାର ମାନସିକ ଚାପ ପକାଇବା ଘଟଣାକୁ ଦୂତିଙ୍କ କୋଚ୍‌ ବିରୋଧ କରିଛନ୍ତି ।

ଅନ୍ୟ ରାଜ୍ୟରୁ ତାଙ୍କୁ ଖେଳିବା ପାଇଁ ଅଫର ମିଳିବା ସତ୍ୱେ ଦୂତୀ ଓଡିଶା ପାଇଁ ଖେଳୁଛନ୍ତି । ତେଣୁ ତାଙ୍କୁ ପ୍ରୋତ୍ସାହିତ କରିବା ଆବଶ୍ୟକ ବୋଲି ଦୂତିଙ୍କ କୋଚ କହିଛନ୍ତି । ଅନ୍ୟ ପକ୍ଷରେ ମିଥ୍ୟା ଏବଂ ବିଭ୍ରାନ୍ତିଙ୍କର ଖବର ପ୍ରସାରଣ କରି ଦୁତିକୁ ବଦନାମ କରିଥିବା ଲୋକଙ୍କ ବିରୋଧରେ 5 କୋଟିର ମାନ ହାନୀ ମକଦମା ଦାୟର କରାଯାଇଛି । ଏହା ସହ ଯାହାବି ଆଇନଗତ ଆଶ୍ରୟ ଆବଶ୍ୟକ ପଡିବ ତାହା ମଧ୍ୟ ନିଆଯିବ ବୋଲି ଦୂତିକ ଲିଗାଲ ଆଡ଼ଭାଇଜର କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର