ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୦୫ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୧ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୦୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୩୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୫୫୮କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୬ହଜାର୩୦୦ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୧୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୦୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୩୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୫୫୮କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୬ହଜାର୩୦୦ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୧୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୩ଜଣ ରହିଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ ୭ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।

05 Sep 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୦୫ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୧ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୦୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୩୮ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୫୫୮କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୬ହଜାର୩୦୦ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୧୫୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୩ଜଣ ରହିଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ ୭ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।

https://www.thesakala.in/latest-odisha-news/corona-update-odisha-5-sep/article-5187
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର