ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୨୨ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୨୧୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୭୦୬୩ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୯୯୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୨୧୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୭୦୬୩ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୯୯୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୧୩ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୮ ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନେପୁର ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ, ଷ୍ଟେଟ ପୁଲ୍‌ରୁ ୪୫ ଜଣ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ ୮ ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

06 Sep 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୨୨ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୨୧୬୭ କୁ ବୃଦ୍ଧି ପାଇଥିବା ବେଳେ ୯୯୭୦୬୩ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୯୯୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୧୩ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୮ ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନେପୁର ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ, ଷ୍ଟେଟ ପୁଲ୍‌ରୁ ୪୫ ଜଣ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ଯରେ ୮ ଜଣ ଆକ୍ରାନ୍ତଙ୍କ ମୃତ୍ଯୁ ଘଟିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର