ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ

The Sakala Picture
Published On

ସମ୍ବଲପୁର: ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ ହେବେ। ନିଆଁ ଲଗାଉଥିବା ଲୋକ ବାବଦରେ ସୂଚନା ଦେଲେ  ୫ ହଜାର ଟଙ୍କାର ପୁରସ୍କାର ରାଶି ମିଳିବ । ଏ ନେଇ ସମ୍ବଲପୁର ଡିଏଫଓ ସଞ୍ଜିତ କୁମାର କଡା ପଦକ୍ଷେପ ନେଇଛନ୍ତି। ଅନ୍ଯପକ୍ଷରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାକୁ ୭୫ ଜଣ ସ୍ଵତନ୍ତ୍ର ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏଥସହ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଗାଁରେ ପ୍ରଚାର ଗାଡି ବୁଲୁଛି। ଏନେଇ ସମ୍ବଲପୁର ଡିଏଫଓ […]

ସମ୍ବଲପୁର: ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ ହେବେ। ନିଆଁ ଲଗାଉଥିବା ଲୋକ ବାବଦରେ ସୂଚନା ଦେଲେ  ୫ ହଜାର ଟଙ୍କାର ପୁରସ୍କାର ରାଶି ମିଳିବ । ଏ ନେଇ ସମ୍ବଲପୁର ଡିଏଫଓ ସଞ୍ଜିତ କୁମାର କଡା ପଦକ୍ଷେପ ନେଇଛନ୍ତି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଅନ୍ଯପକ୍ଷରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାକୁ ୭୫ ଜଣ ସ୍ଵତନ୍ତ୍ର ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏଥସହ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଗାଁରେ ପ୍ରଚାର ଗାଡି ବୁଲୁଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ଏନେଇ ସମ୍ବଲପୁର ଡିଏଫଓ ସଞ୍ଜିତ କୁମାର କହିଛନ୍ତି ଯେ, ଜଙ୍ଗଲରେ ନିଆଁ ରୋକିବା ପାଇଁ ବନ ବିଭାଗ ସଜାଗ ଅଛି। ଲୋକମାନଙ୍କୁ ସଚେତନ କରିବା ଓ ସହଯୋଗ କରିବା ପାଇଁ ନିବେଦନ କରାଯାଇଛି। ପ୍ରତି ରେଞ୍ଜରେ ୧୫ ଜଣ ବନ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର