ପୌର ନିର୍ବାଚନ ପାଇଁ ଫିଟିଲା ବାଟ: ବିଧାନସଭାରେ ପାରିତ ହେଲା ମ୍ୟୁନିସପାଲଟି ଓ ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌-୨୦୨୧

The Sakala Picture
Published On

ଭୁବନେଶ୍ୱର: ବିଧାନସଭାରେ ପାରିତ ହୋଇଛି ଉଭୟ ଓଡିଶା ପଞ୍ଚାୟତ ଆଇନ ଓ  ମ୍ୟୁନିସପାଲଟି ଆଇନ ସଂଶୋଧନ ବିଲ୍‌-୨୦୨୧ । ବିଲ୍ ପାରିତ ହେବା ପରେ ପୌର ନିର୍ବାଚନ ପାଇଁ ବାଟ ଫିଟିଛି । ପଛୁଆ ବର୍ଗଙ୍କ ପାଇଁ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ। ବିଲ୍‌ ଅନୁସାରେ, ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ […]

ଭୁବନେଶ୍ୱର: ବିଧାନସଭାରେ ପାରିତ ହୋଇଛି ଉଭୟ ଓଡିଶା ପଞ୍ଚାୟତ ଆଇନ ଓ  ମ୍ୟୁନିସପାଲଟି ଆଇନ ସଂଶୋଧନ ବିଲ୍‌-୨୦୨୧ । ବିଲ୍ ପାରିତ ହେବା ପରେ ପୌର ନିର୍ବାଚନ ପାଇଁ ବାଟ ଫିଟିଛି । ପଛୁଆ ବର୍ଗଙ୍କ ପାଇଁ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବିଲ୍‌ ଅନୁସାରେ, ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ  ବ୍ଯବସ୍ଥା ରହିବ। ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ଯକାରୀ କରିବେ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଏସ୍‌ସି, ଏସ୍‌ଟିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବ। ଯେଉଁଠି ପେଶା ଆଇନ କାର୍ଯ୍ଯକାରୀ ହେଉଛି କିମ୍ବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ। ଏ ବିଲ୍‌ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକ ଗତକାଲି ଗୃହରେ ଉପସ୍ଥାପିତ ହୋଇଛି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

07 Sep 2021 By The Sakala

ପୌର ନିର୍ବାଚନ ପାଇଁ ଫିଟିଲା ବାଟ: ବିଧାନସଭାରେ ପାରିତ ହେଲା ମ୍ୟୁନିସପାଲଟି ଓ ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌-୨୦୨୧

ଭୁବନେଶ୍ୱର: ବିଧାନସଭାରେ ପାରିତ ହୋଇଛି ଉଭୟ ଓଡିଶା ପଞ୍ଚାୟତ ଆଇନ ଓ  ମ୍ୟୁନିସପାଲଟି ଆଇନ ସଂଶୋଧନ ବିଲ୍‌-୨୦୨୧ । ବିଲ୍ ପାରିତ ହେବା ପରେ ପୌର ନିର୍ବାଚନ ପାଇଁ ବାଟ ଫିଟିଛି । ପଛୁଆ ବର୍ଗଙ୍କ ପାଇଁ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ରହିବ।

ବିଲ୍‌ ଅନୁସାରେ, ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ  ବ୍ଯବସ୍ଥା ରହିବ। ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ଯକାରୀ କରିବେ।

ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଏସ୍‌ସି, ଏସ୍‌ଟିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବ। ଯେଉଁଠି ପେଶା ଆଇନ କାର୍ଯ୍ଯକାରୀ ହେଉଛି କିମ୍ବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ। ଏ ବିଲ୍‌ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକ ଗତକାଲି ଗୃହରେ ଉପସ୍ଥାପିତ ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର