ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୭୧ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୭ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୨୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୪୩୩୮ କୁ ବୃଦ୍ଧି ପାଇଥିବା ବେଳେ ୯୯୯୧୬୫ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୨୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୪୩୩୮ କୁ ବୃଦ୍ଧି ପାଇଥିବା ବେଳେ ୯୯୯୧୬୫ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୭ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣ, କଟକ ଜିଲ୍ଲାରୁ ୭୧ ଜଣ, ଦେବଗଡ଼ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ  , ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ଜଣ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୭ ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡା ଜିଲ୍ଲାରୁ ୧ଜଣ ,ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ ଜଣ, ସୋନେପୁର  ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

09 Sep 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୭୧ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୭ ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୨୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୪୩୩୮ କୁ ବୃଦ୍ଧି ପାଇଥିବା ବେଳେ ୯୯୯୧୬୫ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୭ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣ, କଟକ ଜିଲ୍ଲାରୁ ୭୧ ଜଣ, ଦେବଗଡ଼ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ  , ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ଜଣ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୭ ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡା ଜିଲ୍ଲାରୁ ୧ଜଣ ,ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ ଜଣ, ସୋନେପୁର  ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।

https://www.thesakala.in/latest-odisha-news/corona-update-odisha-9-sep/article-5298
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର