ଆଜିଠୁ ତିନିଦିନ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

The Sakala Picture
Published On

ପୁରୀ: ଆଜିଠୁ ତିନିଦିନ ଯାଏଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖିବାକୁ ମନ୍ଦିର ପ୍ରଶାସନ ଘୋଷଣା କରିଛି । ସୋମବାରଠୁ ଶ୍ରଦ୍ଧାଳୁଙ୍କ ଲାଗି ମନ୍ଦିର ଖୋଲିବାକୁ ଥିବା ବେଳେ, ନୂଆ କଟକଣା ଅନୁଯାୟୀ ଦର୍ଶନ କରିବେ ଶ୍ରଦ୍ଧାଳୁ । ଗଣେଶ ପୂଜା, ଦୁଇଦିନିଆ ସପ୍ତାହାନ୍ତ ଦର୍ଶନ ବନ୍ଦ ପରିପ୍ରେକ୍ଷୀରେ ଶୁକ୍ରବାରଠାରୁ ରବିବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ । ତେଣୁ ଲଗାତର ୩ଦିନ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ । ପରେ ସୋମବାରଠୁ ମନ୍ଦିର ଖୋଲିବା […]

ପୁରୀ: ଆଜିଠୁ ତିନିଦିନ ଯାଏଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖିବାକୁ ମନ୍ଦିର ପ୍ରଶାସନ ଘୋଷଣା କରିଛି । ସୋମବାରଠୁ ଶ୍ରଦ୍ଧାଳୁଙ୍କ ଲାଗି ମନ୍ଦିର ଖୋଲିବାକୁ ଥିବା ବେଳେ, ନୂଆ କଟକଣା ଅନୁଯାୟୀ ଦର୍ଶନ କରିବେ ଶ୍ରଦ୍ଧାଳୁ । ଗଣେଶ ପୂଜା, ଦୁଇଦିନିଆ ସପ୍ତାହାନ୍ତ ଦର୍ଶନ ବନ୍ଦ ପରିପ୍ରେକ୍ଷୀରେ ଶୁକ୍ରବାରଠାରୁ ରବିବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ । ତେଣୁ ଲଗାତର ୩ଦିନ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ । ପରେ ସୋମବାରଠୁ ମନ୍ଦିର ଖୋଲିବା ପରେ ନୂଆ ଏସ୍ଓପି ଅନୁଯାୟୀ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ନୂଆ ଏସଓପିରେ କେବଳ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ରବିବାର ଦିନ ମନ୍ଦିରକୁ ବନ୍ଦ ରଖିବା ସହ ମନ୍ଦିରର ବାହାର ଓ ଭିତର ପାର୍ଶ୍ୱକୁ ସାନିଟାଇଜ କରିବ ଶ୍ରୀମନ୍ଦିର ପ୍ରଶାସନ । ଏହି ନୂଆ ଏସଓପି ଅନୁଯାୟୀ ଶନିବାର ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଅର୍ଥାତ୍ ସପ୍ତାହର ୬ ଦିନ ମନ୍ଦିର ଖୋଲାରହିବ । ସକାଳ ୬ଟାରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଅନୁମତି ମିଳିଛି । ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

10 Sep 2021 By The Sakala

ଆଜିଠୁ ତିନିଦିନ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ: ଆଜିଠୁ ତିନିଦିନ ଯାଏଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖିବାକୁ ମନ୍ଦିର ପ୍ରଶାସନ ଘୋଷଣା କରିଛି । ସୋମବାରଠୁ ଶ୍ରଦ୍ଧାଳୁଙ୍କ ଲାଗି ମନ୍ଦିର ଖୋଲିବାକୁ ଥିବା ବେଳେ, ନୂଆ କଟକଣା ଅନୁଯାୟୀ ଦର୍ଶନ କରିବେ ଶ୍ରଦ୍ଧାଳୁ । ଗଣେଶ ପୂଜା, ଦୁଇଦିନିଆ ସପ୍ତାହାନ୍ତ ଦର୍ଶନ ବନ୍ଦ ପରିପ୍ରେକ୍ଷୀରେ ଶୁକ୍ରବାରଠାରୁ ରବିବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ । ତେଣୁ ଲଗାତର ୩ଦିନ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ । ପରେ ସୋମବାରଠୁ ମନ୍ଦିର ଖୋଲିବା ପରେ ନୂଆ ଏସ୍ଓପି ଅନୁଯାୟୀ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।

ନୂଆ ଏସଓପିରେ କେବଳ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ରବିବାର ଦିନ ମନ୍ଦିରକୁ ବନ୍ଦ ରଖିବା ସହ ମନ୍ଦିରର ବାହାର ଓ ଭିତର ପାର୍ଶ୍ୱକୁ ସାନିଟାଇଜ କରିବ ଶ୍ରୀମନ୍ଦିର ପ୍ରଶାସନ । ଏହି ନୂଆ ଏସଓପି ଅନୁଯାୟୀ ଶନିବାର ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଅର୍ଥାତ୍ ସପ୍ତାହର ୬ ଦିନ ମନ୍ଦିର ଖୋଲାରହିବ । ସକାଳ ୬ଟାରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଅନୁମତି ମିଳିଛି । ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ ।

https://www.thesakala.in/latest-odisha-news/srimandir-closed-for-3-days-from-today-in-puri/article-5314
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର