ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୪୫ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୯ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୪୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୦ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୫୦୮୩ କୁ ବୃଦ୍ଧି ପାଇଥିବା ବେଳେ ୯୯୯୮୫୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୮୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୪୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୦ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୫୦୮୩ କୁ ବୃଦ୍ଧି ପାଇଥିବା ବେଳେ ୯୯୯୮୫୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୮୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍‌ରୁ ୭୨ଜଣ ରହିଛନ୍ତି ।

10 Sep 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୭୪୫ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୯ ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୪୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୦ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୫୦୮୩ କୁ ବୃଦ୍ଧି ପାଇଥିବା ବେଳେ ୯୯୯୮୫୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୦୮୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍‌ରୁ ୭୨ଜଣ ରହିଛନ୍ତି ।

https://www.thesakala.in/latest-odisha-news/corona-update-odisha-10th-sep/article-5317
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର