ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୨୧-୨୨ ବର୍ଷରେ ରବି ଫସଲ ପାଇଁ ‘କାଳିଆ’ ଯୋଜନାରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ସିଧା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଯିବ । ଏଥିପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସବୁ ବ୍ୟବସ୍ଥା […]

ଭୁବନେଶ୍ୱର: ଆଜି ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୨୧-୨୨ ବର୍ଷରେ ରବି ଫସଲ ପାଇଁ ‘କାଳିଆ’ ଯୋଜନାରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ସିଧା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଯିବ । ଏଥିପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସବୁ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଏହି ଯୋଜନାରେ ପୂର୍ବରୁ ୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ । କାଳିଆ ଯୋଜନାରେ ଚାଷୀମାନେ ୩ଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ପାଇଥାନ୍ତି । ଶେଷଥର ପାଇଁ ଏପ୍ରିଲ୧ ତାରିଖ ଦିନ ୩୪ଲକ୍ଷ ଚାଷୀଙ୍କୁ ୬୩୯.୯୪କୋଟି ଟଙ୍କା ଦିଆଯାଇଛି । ପୁରୀଜିଲ୍ଲା ବ୍ୟତିତ ସବୁ ଜିଲ୍ଲାର ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏହି ଟଙ୍କା ଯାଇଥିଲା । ଏହାପୁର୍ବରୁ ୪୨ଲକ୍ଷ ଚାଷୀଙ୍କ ଖାତାକୁ ୯୨୦କୋଟି ଟଙ୍କା ପଠାଯାଇଥିଲା । ସାରା ଦେଶରେ ଚାଷୀ ମାନଙ୍କ ପାଇଁ କାଳିଆ ଯୋଜନା ହେଉଛି ସବୁଠାରୁ ଭଲ ଯୋଜନା ଏହି ଯୋଜନାରେ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ ଚାଷୀ ବେଶ ଉପକୃତ ହେଉଛନ୍ତି । ଏଯାଏଁ ୫ଟି କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ଦିଆସରିଛି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

11 Sep 2021 By The Sakala

ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟର ୩୭ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କୁ ୭୪୩ କୋଟି ଟଙ୍କାର କାଳିଆ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୨୧-୨୨ ବର୍ଷରେ ରବି ଫସଲ ପାଇଁ ‘କାଳିଆ’ ଯୋଜନାରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ସିଧା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଯିବ । ଏଥିପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସବୁ ବ୍ୟବସ୍ଥା କରାଯାଇଛି ।

ଏହି ଯୋଜନାରେ ପୂର୍ବରୁ ୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ । କାଳିଆ ଯୋଜନାରେ ଚାଷୀମାନେ ୩ଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ପାଇଥାନ୍ତି । ଶେଷଥର ପାଇଁ ଏପ୍ରିଲ୧ ତାରିଖ ଦିନ ୩୪ଲକ୍ଷ ଚାଷୀଙ୍କୁ ୬୩୯.୯୪କୋଟି ଟଙ୍କା ଦିଆଯାଇଛି । ପୁରୀଜିଲ୍ଲା ବ୍ୟତିତ ସବୁ ଜିଲ୍ଲାର ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏହି ଟଙ୍କା ଯାଇଥିଲା । ଏହାପୁର୍ବରୁ ୪୨ଲକ୍ଷ ଚାଷୀଙ୍କ ଖାତାକୁ ୯୨୦କୋଟି ଟଙ୍କା ପଠାଯାଇଥିଲା । ସାରା ଦେଶରେ ଚାଷୀ ମାନଙ୍କ ପାଇଁ କାଳିଆ ଯୋଜନା ହେଉଛି ସବୁଠାରୁ ଭଲ ଯୋଜନା ଏହି ଯୋଜନାରେ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ ଚାଷୀ ବେଶ ଉପକୃତ ହେଉଛନ୍ତି । ଏଯାଏଁ ୫ଟି କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ଦିଆସରିଛି ।

https://www.thesakala.in/latest-odisha-news/kalia-yojna-money-transfer-to-odisha-farmers-in-nuakhai-by-cm-naveen-patnaik/article-5330
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର