ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଣବ ପ୍ରକାଶ ଓ ମାନସ ମଙ୍ଗରାଜ

The Sakala Picture
Published On

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆଜି । ଏ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଥିବା ବେଳେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ ଟ୍ୱିଟ୍ ଯୋଗେ ନୂଆଁଖାଇର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମାଆ ସମଲେଇଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ଭରିଯାଉ ବୋଲି ଲେଖିବା ସହ ନୂଆଁଖାଇ ଜୁହାର ଜଣାଇଛନ୍ତି । ଆମ କଳା, ସଂସ୍କୃତି […]

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆଜି । ଏ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଥିବା ବେଳେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ ଟ୍ୱିଟ୍ ଯୋଗେ ନୂଆଁଖାଇର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମାଆ ସମଲେଇଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ଭରିଯାଉ ବୋଲି ଲେଖିବା ସହ ନୂଆଁଖାଇ ଜୁହାର ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଅପରପକ୍ଷରେ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ମଧ୍ୟ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

11 Sep 2021 By The Sakala

ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଣବ ପ୍ରକାଶ ଓ ମାନସ ମଙ୍ଗରାଜ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆଜି । ଏ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବମୁଖର ହୋଇଥିବା ବେଳେ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ ଟ୍ୱିଟ୍ ଯୋଗେ ନୂଆଁଖାଇର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମାଆ ସମଲେଇଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ଭରିଯାଉ ବୋଲି ଲେଖିବା ସହ ନୂଆଁଖାଇ ଜୁହାର ଜଣାଇଛନ୍ତି ।

ଅପରପକ୍ଷରେ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ମଧ୍ୟ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

https://www.thesakala.in/latest-odisha-news/pranab-prakash-and-manas-mangaraj-greets-people-on-nuakhai/article-5335
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର