ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୨୮ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୪ ଜୀବନ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮୯୨୬ କୁ ବୃଦ୍ଧି ପାଇଥିବା ବେଳେ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୦୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୮୯୨୬ କୁ ବୃଦ୍ଧି ପାଇଥିବା ବେଳେ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୦୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୬ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି।

17 Sep 2021 By The Sakala

https://www.thesakala.in/latest-odisha-news/corona-update-odisha-17-sep/article-5453
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର