ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା: ଟ୍ବିନ୍ ସିଟି ସମେତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନ ରହିଛି। ଏଥି ପାଇଁ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ  କଟକ ଓ ଭୁବନେଶ୍ୱର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା  ଜାରି କରାଯାଇଥିବା ୧୫ ଜିଲ୍ଲାଗୁଡିକ ହେଲେ-  […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନ ରହିଛି। ଏଥି ପାଇଁ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ  କଟକ ଓ ଭୁବନେଶ୍ୱର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ହିମାଚଳ ପ୍ରଦେଶର ମାଉଣ୍ଟ ୟୁନାମ ବିଜୟ କଲେ ଓଡ଼ିଶାର ମହିଳା ପର୍ବତାରୋହୀ, ରାଜ୍ୟପାଳଙ୍କ ଶୁଭେଚ୍ଛା

ସତର୍କ ସୂଚନା  ଜାରି କରାଯାଇଥିବା ୧୫ ଜିଲ୍ଲାଗୁଡିକ ହେଲେ-  ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା,  ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା; ଭାଇ-ଭଉଣୀଙ୍କ ମଧ୍ୟରେ ଥିବା ଅତୁଟ ପ୍ରେମ ଓ ସୁରକ୍ଷାର ପବିତ୍ର ପର୍ବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର