୧୨ରୁ ବିଧାନସଭା ଦ୍ବିତୀୟ ପର୍ଯ୍ଯାୟ ବଜେଟ୍‌ ଅଧିବେଶନ, ଆସନ୍ତାକାଲି ବିଧାୟକଙ୍କ କୋଭିଡ ଟେଷ୍ଟ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୧୨ ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ଯାୟ ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ ସବୁ ବିଧାୟକଙ୍କ ଆସନ୍ତାକାଲିଠୁ ବିଧାୟକଙ୍କ ଆଣ୍ଟିଜେନ୍ ଟେଷ୍ଟ କରାଯିବ । ସୁରକ୍ଷାକର୍ମୀ, ସାମ୍ବାଦିକ, ବିଧାନସଭା କର୍ମଚାରୀଙ୍କ ମଧ୍ୟ କରୋନା ଟେଷ୍ଟ ହେବ । ଏଥିପାଇଁ ଆସନ୍ତାକାଲି ଠାରୁ କରୋନା ଟେଷ୍ଟ ହେବ ଏବଂ ୨ ଘଣ୍ଟା ମଧ୍ୟରେ ରିପୋର୍ଟ ମିଳିବ। ରିପୋର୍ଟ ନେଗେଟିଭ ଆସିଲେ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ। ପୂର୍ବ କାର୍ଯ୍ଯସୂଚୀ ଅନୁସାରେ ବିଧାନସଭା ଚାଲିବ। କରୋନା […]

ଭୁବନେଶ୍ବର: ଆସନ୍ତା ୧୨ ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ଯାୟ ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ ସବୁ ବିଧାୟକଙ୍କ ଆସନ୍ତାକାଲିଠୁ ବିଧାୟକଙ୍କ ଆଣ୍ଟିଜେନ୍ ଟେଷ୍ଟ କରାଯିବ । ସୁରକ୍ଷାକର୍ମୀ, ସାମ୍ବାଦିକ, ବିଧାନସଭା କର୍ମଚାରୀଙ୍କ ମଧ୍ୟ କରୋନା ଟେଷ୍ଟ ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଏଥିପାଇଁ ଆସନ୍ତାକାଲି ଠାରୁ କରୋନା ଟେଷ୍ଟ ହେବ ଏବଂ ୨ ଘଣ୍ଟା ମଧ୍ୟରେ ରିପୋର୍ଟ ମିଳିବ। ରିପୋର୍ଟ ନେଗେଟିଭ ଆସିଲେ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ। ପୂର୍ବ କାର୍ଯ୍ଯସୂଚୀ ଅନୁସାରେ ବିଧାନସଭା ଚାଲିବ। କରୋନା କଟକଣା ପାଇଁ ବିଧାନସଭା ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

09 Mar 2021 By The Sakala

୧୨ରୁ ବିଧାନସଭା ଦ୍ବିତୀୟ ପର୍ଯ୍ଯାୟ ବଜେଟ୍‌ ଅଧିବେଶନ, ଆସନ୍ତାକାଲି ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ବର: ଆସନ୍ତା ୧୨ ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ଯାୟ ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ ସବୁ ବିଧାୟକଙ୍କ ଆସନ୍ତାକାଲିଠୁ ବିଧାୟକଙ୍କ ଆଣ୍ଟିଜେନ୍ ଟେଷ୍ଟ କରାଯିବ । ସୁରକ୍ଷାକର୍ମୀ, ସାମ୍ବାଦିକ, ବିଧାନସଭା କର୍ମଚାରୀଙ୍କ ମଧ୍ୟ କରୋନା ଟେଷ୍ଟ ହେବ ।

ଏଥିପାଇଁ ଆସନ୍ତାକାଲି ଠାରୁ କରୋନା ଟେଷ୍ଟ ହେବ ଏବଂ ୨ ଘଣ୍ଟା ମଧ୍ୟରେ ରିପୋର୍ଟ ମିଳିବ। ରିପୋର୍ଟ ନେଗେଟିଭ ଆସିଲେ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ। ପୂର୍ବ କାର୍ଯ୍ଯସୂଚୀ ଅନୁସାରେ ବିଧାନସଭା ଚାଲିବ। କରୋନା କଟକଣା ପାଇଁ ବିଧାନସଭା ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର