ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୪୪ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୭ ଜୀବନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୮୬୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୭୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪ ନୂଆ କରୋନା ଆକ୍ରାନ୍ତ ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ଜଣ ରହିଛନ୍ତି  ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୮୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବେ ରାଜ୍ୟରେ ଆଉ ୫୭୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ବୟସର ୭୨ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି।

23 Sep 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୪୪ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪ ନୂଆ କରୋନା ଆକ୍ରାନ୍ତ ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ଜଣ ରହିଛନ୍ତି  ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଥିବା ବେଳେ ୧୦୦୮୬୭୧ ଜଣ ସୁସ୍ଥ ହୋଇଛନ୍ତି ଏବେ ରାଜ୍ୟରେ ଆଉ ୫୭୩୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ବୟସର ୭୨ଜଣ ପଜିଟିଭ ରହିଛନ୍ତି।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି।

https://www.thesakala.in/latest-odisha-news/corona-update-odisha-23-sep/article-5579
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର