ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ : ୪ ଦିନ ବନ୍ଦ ରହିବ ବ୍ୟାଙ୍କ

The Sakala Picture
Published On

ଭୁବନେଶ୍ବର : ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ। ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ। ଯାହା ଫଳରେ ମାର୍ଚ୍ଚ ୧୫ ଓ ୧୬ ତାରିଖରେ ହେବ ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ଧର୍ମଘଟରେ ରାଜ୍ୟର ୫୫୦୦ ବ୍ୟାଙ୍କ ୩୦ ହଜାର କର୍ମଚାରୀ ସାମିଲ ହେବେ । ହି ଦୁଇ ଦିନ ଧର୍ମଘଟ […]

ଭୁବନେଶ୍ବର : ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ। ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ। ଯାହା ଫଳରେ ମାର୍ଚ୍ଚ ୧୫ ଓ ୧୬ ତାରିଖରେ ହେବ ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

ଧର୍ମଘଟରେ ରାଜ୍ୟର ୫୫୦୦ ବ୍ୟାଙ୍କ ୩୦ ହଜାର କର୍ମଚାରୀ ସାମିଲ ହେବେ । ହି ଦୁଇ ଦିନ ଧର୍ମଘଟ ଯୋଗୁ ଅଧିକାଂଶ ପବ୍ଲିକ ସେକ୍ଟର ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ବନ୍ଦ ରହିବ। ଏନେଇ ଏଆଇବିଓସି ଓଡିଶା ୟୁନିଟ ସଭାପତି ଦାମୋଦର ନନ୍ଦ ସୂଚନା ଦେଇଛନ୍ତି ।  ସେହିପରି ଚଳିତ ସପ୍ତାହର ୧୩ ତାରିଖରେ ଦ୍ୱିତୀୟ ଶନିବାର ଓ ରବିବାର ୧୪ ତାରିଖ ଛୁଟି ଥିବାରୁ ବ୍ୟାଙ୍କ ବନ୍ଦ ରହିବ। ମୋଟ୍ ଉପରେ ଚଳିତ ସପ୍ତାହରେ ୪ ଦିନ ବ୍ୟାଙ୍କ ଛୁଟି ରହିବ।

ଆହୁରି ପଢ଼ନ୍ତୁ: ଅନୈତିକ କାର୍ଯ୍ୟରେ ଲିପ୍ତ ସେବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସେବାରୁ ନିଲମ୍ବନ, ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା

09 Mar 2021 By The Sakala

ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ : ୪ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ବର : ଚଳିତ ସପ୍ତାହରେ ୪ ଦିନ ବନ୍ଦ ରହିପାରେ ବ୍ୟାଙ୍କ। ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେସନ। ଯାହା ଫଳରେ ମାର୍ଚ୍ଚ ୧୫ ଓ ୧୬ ତାରିଖରେ ହେବ ୨ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କ ବନ୍ଦ ରହିବ।

ଧର୍ମଘଟରେ ରାଜ୍ୟର ୫୫୦୦ ବ୍ୟାଙ୍କ ୩୦ ହଜାର କର୍ମଚାରୀ ସାମିଲ ହେବେ । ହି ଦୁଇ ଦିନ ଧର୍ମଘଟ ଯୋଗୁ ଅଧିକାଂଶ ପବ୍ଲିକ ସେକ୍ଟର ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ବନ୍ଦ ରହିବ। ଏନେଇ ଏଆଇବିଓସି ଓଡିଶା ୟୁନିଟ ସଭାପତି ଦାମୋଦର ନନ୍ଦ ସୂଚନା ଦେଇଛନ୍ତି ।  ସେହିପରି ଚଳିତ ସପ୍ତାହର ୧୩ ତାରିଖରେ ଦ୍ୱିତୀୟ ଶନିବାର ଓ ରବିବାର ୧୪ ତାରିଖ ଛୁଟି ଥିବାରୁ ବ୍ୟାଙ୍କ ବନ୍ଦ ରହିବ। ମୋଟ୍ ଉପରେ ଚଳିତ ସପ୍ତାହରେ ୪ ଦିନ ବ୍ୟାଙ୍କ ଛୁଟି ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର