ଆସନ୍ତାକାଲି ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ, ଘୋଷଣା ହୋଇପାରେ ୪ହଜାର କୋଟିର ପ୍ୟାକେଜ

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଆସନ୍ତାକାଲି ନୂଆପଡାରେ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର ବିଭିନ୍ନ ଯୋଜନା […]

ଭୁବନେଶ୍ବର : ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଆସନ୍ତାକାଲି ନୂଆପଡାରେ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି । ସେହିକ୍ରମରେ ଏକାଧିକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ ନବୀନ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଟିଖାଲି ଡ୍ୟାମ ନିକଟରେ ପହଞ୍ଚିବେ । ସେହିଠାରେ ହିଁ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପ ଫଳରେ ନୂଆପଡାର ୧୩ ହଜାର ହେକ୍ଟର ଓ ବଲାଙ୍ଗିର ୧୬ ହଜାର ହେକ୍ଟର ଚାଷ ଜମିରେ ଜଳସେଚନ ହୋଇପାରିବ । ଏହା ପରେ ଖରିଆରର ଆର୍ତ୍ତତ୍ରାଣ ହାଇସ୍କୁଲରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ପ୍ରଦାନ କରିବେ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

09 Mar 2021 By The Sakala

ଆସନ୍ତାକାଲି ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ, ଘୋଷଣା ହୋଇପାରେ ୪ହଜାର କୋଟିର ପ୍ୟାକେଜ

ଭୁବନେଶ୍ବର : ଆସନ୍ତାକାଲି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଗସ୍ତ ସମୟରେ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ଆସନ୍ତାକାଲି ନୂଆପଡାରେ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି । ସେହିକ୍ରମରେ ଏକାଧିକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ ନବୀନ ।

ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଟିଖାଲି ଡ୍ୟାମ ନିକଟରେ ପହଞ୍ଚିବେ । ସେହିଠାରେ ହିଁ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପ ଫଳରେ ନୂଆପଡାର ୧୩ ହଜାର ହେକ୍ଟର ଓ ବଲାଙ୍ଗିର ୧୬ ହଜାର ହେକ୍ଟର ଚାଷ ଜମିରେ ଜଳସେଚନ ହୋଇପାରିବ । ଏହା ପରେ ଖରିଆରର ଆର୍ତ୍ତତ୍ରାଣ ହାଇସ୍କୁଲରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ପ୍ରଦାନ କରିବେ।

https://www.thesakala.in/latest-odisha-news/chief-minister-naveen-patnaik-will-go-to-nuapada-tomorrow/article-562
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର