ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ, ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା । ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର । ରିପୋର୍ଟ ଅନୁଯାୟୀ, ସମସ୍ତ ବର୍ଗର […]

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା । ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ରିପୋର୍ଟ ଅନୁଯାୟୀ, ସମସ୍ତ ବର୍ଗର ଲୋକମାନଙ୍କର ଆଣ୍ଟିବଡ଼ି ଭଲ ରହିଛି । ହେଲ୍ଥ  କେୟାର ମାନଙ୍କର ୯୩ ପ୍ରତିଶତ, ଜେନେରାଲ ଲୋକଙ୍କର ୭୩ ପ୍ରତିଶତ, ଏହା ବାଦ ୟଙ୍ଗର ଗ୍ରୁପ, ଓଲଡ଼ର ଏଜ ଏବଂ ଶିଶୁ ମାନଙ୍କର ଯାହା ଆଣ୍ଟିବଡ଼ି ରହିଛି ତାହା ଆମ ପାଇଁ ବହୁତ ଭଲ ରହିଛି। ଟିକା ନେଇଥିବା ଲୋକଙ୍କର ବି ଏଥିରେ ଭଲ ଆଣ୍ଟିବଡ଼ି ରହୁଥିବା ଜଣାପଡିଛି । ଏହା ଦ୍ୱାରା ଜଣାପଡୁଛି  ଯେ, ଆମ ସମସ୍ତଙ୍କ ଦେହରେ ଆଣ୍ଟିବଡ଼ି ହେଲାଣି, ଭ୍ୟାକ୍ସିନେସନ ଡ୍ରାଇଭ କାମ କରୁଛି ଓ କୋଭିସିଲିଡ଼ ଏବଂ କୋଭାସ୍କିନ ଭିତରେ କିଛି ଫରକ ନ ଥିବା ଏହି ରିପୋର୍ଟରୁ ଜଣା ପଡ଼ିଛି। ଏହା ବାଦ ଗ୍ରାମାଞ୍ଚଳରେ ବି ଭଲ ଅଣ୍ଟିବଡି ବିକଶିତ ହୋଇଛି । ଯାହା ଏବେ ସଂକ୍ରମଣର ସ୍ଥିତି ରହିଛି ତାହା କଣ୍ଟ୍ରୋଲେବୁଲରେ ରହିଛି । ମାତ୍ର ଏହା ପରେ ଆମେ ଖାମ ଖିଆଲ ହେବାନି । ଆଗକୁ ପାର୍ବଣ ଋତୁ ଆସୁଛି । ସାମାଜିକ ଦୂରତା ଓ କଟକଣା ମାନିବାକୁ ହେବ। ତୃତୀୟ ଲହର ଯେତେ ଯାହା କୁହାଯାଉଥିଲା ସେମିତି ବର୍ତ୍ତମାନ ସୁଦ୍ଧା ନାହିଁ । ଆଶା କରିବା ଆମେ ଭଲ ସ୍ଥିତିରେ ରହିବା ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ରାଜ୍ୟରେ ଅଣ ସଂକ୍ରମଣ ରୋଗ ବଢ଼ିଛି କି ?
ସେମିତି କିଛି ଆମର ଅଣ ସଂକ୍ରମଣ ରୋଗ ବଢି ନାହିଁ । ଆମେ ଇନିଟିଗ୍ରେଟେଡ଼ ସର୍ଭିଲାନ୍ସ କଲୁ । ଆମର ସର୍ଭିଲାନ୍ସ ଚାଲିଥିଲା । ଯାହା ଦ୍ୱାରା କିଛି ଡ଼ିଟେକସନ ହେଲେ । କେସ ତ ରହିଛି । କେସ ପ୍ରତିଶତ ଅଧିକ ହୋଇପାରେ । ସେମିତି କହି ପାରିବାନି ଯେ ରାଜ୍ୟରେ ଅଣ ସଂକ୍ରମଣକ ରୋଗ ବଢି ଗଲା ବୋଲି ।

27 Sep 2021 By The Sakala

ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ, ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଓଡ଼ିଶାରେ ତୃତୀୟ ଲହରର ପ୍ରଭାବ ସେମିତି ପଡି ନ ପାରେ । ବର୍ତ୍ତମାନ ଯେଉଁ ରାଜ୍ୟରେ ସଂକ୍ରମଣ ବଢ଼ିଛି ତାହା ସେମିତି ଅଧିକ ନୁହେଁ । ସେହି ଟ୍ରେଣ୍ଡକୁ ଦେଖିଲେ ଲାଗୁଛି ଆମେ ଭଲ ସ୍ଥିତିରେ ରହିବା । ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ଆମେ ଭଲ ସ୍ଥିତିରେ ରହିଛେ। ସେରୋସର୍ଭେ ରିପୋର୍ଟ ବହୁତ ଭଲ ଆସିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ଯ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ।

ରିପୋର୍ଟ ଅନୁଯାୟୀ, ସମସ୍ତ ବର୍ଗର ଲୋକମାନଙ୍କର ଆଣ୍ଟିବଡ଼ି ଭଲ ରହିଛି । ହେଲ୍ଥ  କେୟାର ମାନଙ୍କର ୯୩ ପ୍ରତିଶତ, ଜେନେରାଲ ଲୋକଙ୍କର ୭୩ ପ୍ରତିଶତ, ଏହା ବାଦ ୟଙ୍ଗର ଗ୍ରୁପ, ଓଲଡ଼ର ଏଜ ଏବଂ ଶିଶୁ ମାନଙ୍କର ଯାହା ଆଣ୍ଟିବଡ଼ି ରହିଛି ତାହା ଆମ ପାଇଁ ବହୁତ ଭଲ ରହିଛି। ଟିକା ନେଇଥିବା ଲୋକଙ୍କର ବି ଏଥିରେ ଭଲ ଆଣ୍ଟିବଡ଼ି ରହୁଥିବା ଜଣାପଡିଛି । ଏହା ଦ୍ୱାରା ଜଣାପଡୁଛି  ଯେ, ଆମ ସମସ୍ତଙ୍କ ଦେହରେ ଆଣ୍ଟିବଡ଼ି ହେଲାଣି, ଭ୍ୟାକ୍ସିନେସନ ଡ୍ରାଇଭ କାମ କରୁଛି ଓ କୋଭିସିଲିଡ଼ ଏବଂ କୋଭାସ୍କିନ ଭିତରେ କିଛି ଫରକ ନ ଥିବା ଏହି ରିପୋର୍ଟରୁ ଜଣା ପଡ଼ିଛି। ଏହା ବାଦ ଗ୍ରାମାଞ୍ଚଳରେ ବି ଭଲ ଅଣ୍ଟିବଡି ବିକଶିତ ହୋଇଛି । ଯାହା ଏବେ ସଂକ୍ରମଣର ସ୍ଥିତି ରହିଛି ତାହା କଣ୍ଟ୍ରୋଲେବୁଲରେ ରହିଛି । ମାତ୍ର ଏହା ପରେ ଆମେ ଖାମ ଖିଆଲ ହେବାନି । ଆଗକୁ ପାର୍ବଣ ଋତୁ ଆସୁଛି । ସାମାଜିକ ଦୂରତା ଓ କଟକଣା ମାନିବାକୁ ହେବ। ତୃତୀୟ ଲହର ଯେତେ ଯାହା କୁହାଯାଉଥିଲା ସେମିତି ବର୍ତ୍ତମାନ ସୁଦ୍ଧା ନାହିଁ । ଆଶା କରିବା ଆମେ ଭଲ ସ୍ଥିତିରେ ରହିବା ।

ରାଜ୍ୟରେ ଅଣ ସଂକ୍ରମଣ ରୋଗ ବଢ଼ିଛି କି ?
ସେମିତି କିଛି ଆମର ଅଣ ସଂକ୍ରମଣ ରୋଗ ବଢି ନାହିଁ । ଆମେ ଇନିଟିଗ୍ରେଟେଡ଼ ସର୍ଭିଲାନ୍ସ କଲୁ । ଆମର ସର୍ଭିଲାନ୍ସ ଚାଲିଥିଲା । ଯାହା ଦ୍ୱାରା କିଛି ଡ଼ିଟେକସନ ହେଲେ । କେସ ତ ରହିଛି । କେସ ପ୍ରତିଶତ ଅଧିକ ହୋଇପାରେ । ସେମିତି କହି ପାରିବାନି ଯେ ରାଜ୍ୟରେ ଅଣ ସଂକ୍ରମଣକ ରୋଗ ବଢି ଗଲା ବୋଲି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର