ମନୋରଞ୍ଜନ
ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୭୭ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୪ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୭ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୬୯୫୩କୁ ବୃଦ୍ଧି ପାଇଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୫୫୬ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୭ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୬୯୫୩କୁ ବୃଦ୍ଧି ପାଇଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୫୫୬ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ଜଣ ପଜିଟିଭ ରହିଛନ୍ତି।
Covid-19 Report For 30th September
New Positive Cases: 477
Of which 0-18 years: 74
In quarantine: 278
Local contacts: 199(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 26
3. Bhadrak: 7
4. Balangir: 1— I & PR Department, Odisha (@IPR_Odisha) October 1, 2021
22. Sundargarh: 5
23. State Pool: 45New recoveries: 559
Cumulative tested: 20034245
Positive: 1026953
Recovered: 1013142
Active cases: 5556— I & PR Department, Odisha (@IPR_Odisha) October 1, 2021