ପିପିଲି ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ

The Sakala Picture
Published On

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ […]

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

 

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର